Tag: Cyclone Arnab

Cyclone Alert in Odisha: ଦକ୍ଷିଣ ଓଡ଼ିଶା ଉପରେ ବାତ୍ୟା ଅର୍ଣ୍ଣବର ପ୍ରଭାବ: ୬୦ରୁ ୮୦ କି.ମି. ବେଗରେ ପବନ ବହିବା ନେଇ IMD ଡିଜିଙ୍କ ସତର୍କ ସୂଚନା

ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର କାୟା ବିସ୍ତାରକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ବ୍ୟାପକ ସତର୍କତା ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ, ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଘଣ୍ଟାପ୍ରତି ୬୦ରୁ ୮୦…

Odisha Prepares for Cyclone Arnab: ବାତ୍ୟା ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା: ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ

ଓଡ଼ିଶାରେ ଆସନ୍ତା ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ବ୍ୟାପକ କରାଯାଇଛି। କେନ୍ଦ୍ର କ୍ୟାବିନେଟ୍ ସଚିବଙ୍କ ସହ ଆଲୋଚନା ପରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ…

Cyclone ‘Arnab’ Threat: ବଙ୍ଗୋପସାଗରରେ ବାତ୍ୟା ‘ଅର୍ଣ୍ଣବ’ର ଭୟାବହ ରୂପ, ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଏକ ଶକ୍ତିଶାଳୀ ବାତ୍ୟା ‘ଅର୍ଣ୍ଣବ’ର ରୂପ ନେଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଏହି ବାତ୍ୟାଟି ଆଜି ରାତି ସୁଦ୍ଧା ଆହୁରି ଅଧିକ ଘନୀଭୂତ ହୋଇ ଏକ ଭୀଷଣ ବାତ୍ୟାର ରୂପ ଧାରଣ…

Cyclone Arnab Updates: ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ କ୍ୟାଟେଗୋରୀ-୧ରେ ରଖି ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବାତ୍ୟାର ସମ୍ଭାବ୍ୟ ଗତିପଥ ଏବଂ ଏହାର ପ୍ରଭାବକୁ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତାଙ୍କ ସୂଚନା ଅନୁଯାୟୀ, ବାତ୍ୟା…

Cyclone Arnab: ସମ୍ଭାବ୍ୟ ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ତାକାଲିଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି…

Cyclone Arnab: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା, ଆଗୁଆ ପ୍ରସ୍ତୁତି ଜୋରଦାର

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଓଡ଼ିଶାରେ ସତର୍କତା ବଢ଼ିଛି । ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଅକ୍ଟୋବର ୨୮ ତାରିଖରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ…