ତାଜା ଖବର ଦେଶ ରାଜ୍ୟ Bay Of Bengal Storm: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଡିଟୱା’ November 27, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା।ଯାହାର ନାଁ ରଖାଯାଇଛି ଡିଟୱା। ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରାଯାଇଛି। ଏହି ବାତ୍ୟାର ପ୍ରଭାବ…