ତାଜା ଖବର ରାଜ୍ୟ Montha Cyclone: ବାତ୍ୟା ମୋନ୍ଥା ଦ୍ବାରା ୩୩ ବ୍ଲକ୍ ଓ ୧୧ ସହରାଞ୍ଚଳ ହୋଇଛି ପ୍ରଭାବିତ: ସୁରେଶ ପୂଜାରୀ October 29, 2025 Papirani ବାତ୍ୟା ମୋନ୍ଥା ଦ୍ବାରା ୩୩ ବ୍ଲକ୍, ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ବାତ୍ୟା ମୋନ୍ଥା ଦ୍ଵାରା ଗଜପତି ଗୋଷାଣୀ ନୂଆଗାଁ…
ଦେଶ ରାଜ୍ୟ Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’ October 29, 2025 Nirvay ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…
ରାଜ୍ୟ Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍ October 28, 2025 Nirvay ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…
ତାଜା ଖବର ରାଜ୍ୟ Cyclone Montha: ମୋନ୍ଥା ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 28, 2025 Papirani ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ମୋନ୍ଥା’ ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍ରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, SRC ମଧ୍ୟ ଉପସ୍ଥିତ ରହିଛନ୍ତି । ଯେଉଁ…
ତାଜା ଖବର ରାଜ୍ୟ Cyclone Montha: ବାତ୍ୟା ମୋନ୍ଥା; ଜିରୋ କାଜୁଆଲିଟି ଲକ୍ଷ୍ଯରେ ସରକାର କାର୍ଯ୍ୟ କରୁଛନ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 28, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍ଟି ।…
ତାଜା ଖବର ରାଜ୍ୟ CycloneMontha: ସ୍ଥଳଭାଗ ଆଡକୁ ମାଡି ଆସୁଛି ‘ମୋନ୍ଥା’; ଓଡ଼ିଶାରେ ୧୧୦ ପର୍ଯ୍ୟନ୍ତ ରହିବ ଝଟକା ପବନ ବେଗ October 28, 2025 Papirani ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା ‘ମୋନ୍ଥା’ । ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୯୦ରୁ ୧୦୦କିମି ବେଗରେ ପବନ ବହିବ । ଝଟକା ପବନର ବେଗ ରହିବ ଘଣ୍ଟାପ୍ରତି ୧୧୦ କିମି ।…
ରାଜ୍ୟ Cyclone Montha: ବାତ୍ୟା ‘ମୋନ୍ଥା’ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 28, 2025 Nirvay ବାତ୍ୟା ‘ମୋନ୍ଥା’ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କୁ ନେଇ ଆଜି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲାକୁ ନେଇ ବରିଷ୍ଠ…
ରାଜନୀତି ରାଜ୍ୟ Cyclone Montha: ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା October 27, 2025 Nirvay ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହି ଜିଲ୍ଲା ଗୁଡିକରେ ସ୍କୁଲ ସହ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ୨୮ ଓ ୨୯ ତାରିଖରେ ଛୁଟି ରହିବ ବୋଲି ସୋମବାର…
ତାଜା ଖବର ରାଜ୍ୟ Train Cancelled: ବାତ୍ୟା ‘ମୋନ୍ଥା’ ପାଇଁ ୩୨ ଟ୍ରେନ୍ ବାତିଲ October 27, 2025 Papirani ବାତ୍ୟା ମୋନ୍ଥା ପାଇଁ ପୂର୍ବତଟ ରେଳବାଇ ପକ୍ଷରୁ ୩୨ଟି ଟ୍ରେନକୁ ବାତିଲ କରାଯାଇଛି । ୨୭ ଓ ୨୮ ଦୁଇ ଦିନ ପାଇଁ ୩୨ ଟ୍ରେନ୍ ବାତିଲ ଘୋଷଣା କଲା ପୂର୍ବତଟ ରେଲୱେ । ସେହିପରି ଗୋଟିଏ ଟ୍ରେନର ଗତିପଥ ବଦଳାଯାଇଥିବାବେଳେ…
ତାଜା ଖବର ରାଜ୍ୟ Cyclone Montha: ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 27, 2025 Papirani ଆସନ୍ତାକାଲି ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ସାଢ଼େ ୧୦ଟାରେ ବାତ୍ୟା ମୁକାବିଲା ପାଇଁ ବରିଷ୍ଠ ଅଧିକାରୀ ଓ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓ ରଞ୍ଜନ…