Tag: Cyclone Montha

CycloneMontha: ରାଜଧାନୀରେ ବାତ୍ୟା ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି: ସୁଲୋଚନା ଦାସ

ରାଜଧାନୀରେ ମୋନ୍ଥା ମୁକାବିଲା ପାଇଁ ପ୍ରସ୍ତୁତ ବିଏମ୍‌ସି । ଏ ନେଇ ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ସେ କହିଛନ୍ତି ଭୁବନେଶ୍ବରରେ ୫୦ ଆଶ୍ରୟସ୍ଥଳ ସହ ସବୁ ସରକାରୀ ସ୍କୁଲ ପ୍ରସ୍ତୁତ ଅଛି । ଗଛ କାଟିବା ସହ…

Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…

Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୋନ୍ଥା

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’ । କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ ‘ମୋନ୍ଥା’। ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ମୋନ୍ଥା’। ଆସନ୍ତା ୧୨ ଘଣ୍ଟା ମଧ୍ଯରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଅଧିକ ଘନୀଭୂତ…

Cyclone Montha: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବାତ୍ୟା ପାଇଁ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ ହୋଇଛି। ସାମ୍ଭାବ୍ୟ ବାତ୍ୟା ମୋନ୍ଥା’ କୁ ଦୃଷ୍ଟି ରେ ରଖି ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି। ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ…

CycloneMontha: ଗଭୀର ଅବପାତର ରୂପ ନେଲା ବାତ୍ୟା ମୋନ୍ଥା

ଗଭୀର ଅବପାତର ରୂପ ନେଲା ବାତ୍ୟା ମୋନ୍ଥା। ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ୨୪ ଘଣ୍ଟାରେ ସକ୍ରିୟ ହୋଇ…

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha: ସମ୍ଭାବ୍ୟ ବାତ୍ୟା ପାଇଁ ଜରୁରୀକାଳୀନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟା ଏବଂ ପ୍ରବଳ ବୃଷ୍ଟିପାତକୁ ଦୃଷ୍ଟିରେ ରଖି ସହରାଞ୍ଚଳରେ ଜରୁରୀକାଳୀନ ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଏହାସହିତ ଅଧିକାରୀଙ୍କୁ ଷ୍ଟେସନ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର…