Tag: CycloneMontha

CycloneMontha: ବାତ୍ୟା ମୋନ୍ଥାକୁ ନେଇ ଭୟ ନ ହୋଇ ସଜାଗ ରହିବାକୁ ବାର୍ତ୍ତା ଦେଲେ ନବୀନ ପଟ୍ଟନାୟକ

ବାତ୍ୟା ମୋନ୍ଥାକୁ ନେଇ ରାଜ୍ୟବାସୀଙ୍କୁ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ବାତ୍ୟା ମୋନ୍ଥା ପାଇଁ ଭୟଭୀତ ନ ହୋଇ ସଜାଗ ରହିବା ସହ ଏକାଠି ଏହି ବାତ୍ୟାର ଦୃଢ଼ ମୁକାବିଲା…

CycloneMontha: ଭୀଷଣ ବାତ୍ୟାର ରୂପ ନେଲା ମୋନ୍ଥା

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ‘ମୋନ୍ଥା’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ସମୁଦ୍ର ମଧ୍ୟରେ ଭୀଷଣ ବାତ୍ୟାର ରୂପ ନେଲା ‘ମୋନ୍ଥା’ । ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରି ନିକଟତର ହେଉଛି ବାତ୍ୟା ମୋନ୍ଥା । ମଛଲିପଟନମ ଠାରୁ…

Cyc‌loneMontha: ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ । ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ। ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ,…

CycloneMontha: ୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’

୨୭ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା ‘ମୋନ୍ଥା’ । ଆଜି ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଲଘୁଚାପ ଆସନ୍ତକାଲି ଅବପାତର ରୂପ ନେବ। ୨୬ ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାରେ ପରିଣତ ହେବ।…