ତାଜା ଖବର ରାଜ୍ୟ Fire Breaks Out At Milk Factory In Kataka: କଟକରେ ଥିବା ଦୁଗ୍ଧ କାରଖାନାରେ ଭୟାବହ ଅଗ୍ନିକାଣ୍ଡ September 3, 2026 Papirani କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ କାରଖାନାର ଅନେକ ମହଲାରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁସାରେ, ଆଜି ଜଗତପୁର…