Tag: Dance Bar

ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍: ପୃଥ୍ବୀରାଜ ହରିଚନ୍ଦନ

ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ…

ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍

ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…