Tag: danger code

ବାତ୍ୟା ‘ଦାନା’ ପାଇଁ ୩ଟି ବନ୍ଦରକୁ ୪ନଂ ବିପଦ ସଂକେତ

ଗଭୀର ଅବପାତ ବଙ୍ଗୋପସାଗରରେ ନେଲା ବାତ୍ୟାର ରୂପ । ୨୪ ତାରିଖ ରାତି ଏବଂ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିବ । ଭିତରକନିକା…