ତାଜା ଖବର ରାଜ୍ୟ ଜୁନ ୧ ପର୍ଯ୍ୟନ୍ତ ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର May 20, 2025 Papirani ଯୁକ୍ତ ୩ ନାମଲେଖା ଆବେଦନ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ୨୦୨୫-୨୬ ଶିକ୍ଷାବର୍ଷରେ ସ୍ନାତକ(+୩)ରେ ନାମଲେଖା ପାଇଁ ଆଜି ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ଜୁନ…