Tag: Dead body

Lawyer Deadbody: ମିଳିଲା ନିଖୋଜ ଆଇନଜୀବୀଙ୍କ ମୃତଦେହ

କାର୍ ଭିତରୁ ନିଖୋଜ ଆଇନଜୀବୀଙ୍କ ଗଳିତ ମୃତଦେହ ଉଦ୍ଧାର । ଆଇନଜୀବୀ ଗୁଲେଶ ଚନ୍ଦ୍ର ଗୋଚ୍ଛାୟତ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ସକାଳୁ ସାରସକଣା ଝାରପୋଖରିଆ ଥାନା ଉପରବେଢ଼ା ଗାଁ ପୋଖରୀ ଭିତରୁ ମିଳିଥିଲା ଗଳିତ ମୃତଦେହ ସହ କାର୍…

ଲିଙ୍ଗରାଜ ଷ୍ଟେସନ ଆଗରେ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ସନ୍ଦେହ

ଭୁବନେଶ୍ବର ଲିଙ୍ଗରାଜ ଷ୍ଟେସନ ରୋଡ଼ ସମ୍ମୁଖରୁ ଉଦ୍ଧାର ହୋଇଛି ମୃତଦେହ। ମୃତକ ଖଣ୍ଡୁଆଳ ବସ୍ତିର ସନାତନ ରାଉତ। ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ। ମୃତକଙ୍କ ବୟସ ୩୩ ବୟସ। ଲିଙ୍ଗରାଜ ଷ୍ଟେସନ ରୋଡ଼ ପାଖରେ ଛିଡା ହୋଇ ଶ୍ରମିକ ଭାବେ…

କାରରୁ ମିଳିଲା JEଙ୍କ ସନ୍ଦେହଜନକ ମୃତଦେହ

କାରରୁ ସନ୍ଦେହଜନକ ଅବସ୍ଥାରେ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ଜିଲ୍ଲାରେ । ମୃତ ବ୍ୟକ୍ତି ଜଣକ ହେଉଛନ୍ତି ବରଗଡର ବରପାଲି ବ୍ଲକର ଜେଇ ଚନ୍ଦ୍ର ଶେଖର ଝାଡିଆ। ହଳଦୀପାଲି ଛକରେ…

ଭୁବନେଶ୍ୱରରେ ପହଞ୍ଚିଲା କୁଏତରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆଙ୍କ ପାର୍ଥିବ ଶରୀର

କୁଏତରେ ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ପହଞ୍ଚିଛି। ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼ଙ୍କ ମରଶରୀର ଆଜି ସକାଳେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଆଜି ମୃତଦେହ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ପାର୍ଥିବ…

ମହିଳା ଆଥଲେଟ୍‌ଙ୍କ ସନ୍ଦେହଜନକ ମୃତ୍ୟୁ

ରାଜଧାନୀରୁ ଉଦ୍ଧାର ହେଲା ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ମୃତଦେହ । ଭୁବନେଶ୍ୱର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତା ଯୁବତୀଜଣକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । ତେବେ ଏହା…