Tag: Debasis

Debasis Patnaik Appointed as AICC Secretary: ଏଆଇସିସି ସମ୍ପାଦକ ଭାବେ ଦେବାଶିଷ ପଟ୍ଟନାୟକଙ୍କୁ ନୂଆ ଦାୟିତ୍ୱ

ଅଖିଳ ଭାରତ କଂଗ୍ରେସ କମିଟିର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ବାଙ୍କୀର ପୂର୍ବତନ ବିଧାୟକ ଡ. ଦେବାଶିଷ ପଟ୍ଟନାୟକଙ୍କୁ ଅଖିଳ ଭାରତ କଂଗ୍ରେସ କମିଟିର ସମ୍ପାଦକ ଭାବରେ ନିଯୁକ୍ତି ଦେଇଛନ୍ତି । ଶ୍ରୀ ପଟ୍ଟନାୟକ ପୂର୍ବରୁ ଏନ୍‌ଏସ୍‌ୟୁଆଇ ରାଷ୍ଟ୍ରୀୟ ସମ୍ପାଦକ ତଥା ଓଡ଼ିଶା…