ରାଜ୍ୟ ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି March 28, 2025 Nirvay ଭୁବନେଶ୍ୱରରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ସ୍ୱର୍ଗତଃ ଡା.ଦେବେନ୍ଦ୍ର ପ୍ରଧାନଙ୍କ ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି, ବିହାର ରାଜ୍ୟପାଳ…
ରାଜନୀତି ରାଜ୍ୟ ଆସନ୍ତା ୨୨ରେ ଡା.ଦେବେନ୍ଦ୍ର ପ୍ରଧାନଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା March 20, 2025 Nirvay ବିଶିଷ୍ଟ ରାଜନେତା, ବିଜେପିର ପୂର୍ବତନ ରାଜ୍ୟ ସଭାପତି, ରାଷ୍ଟ୍ରୀୟ ଉପସଭାପତି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ଗତ ୧୭ ତାରିଖ ଦିନ ୮୩ ବର୍ଷ ବୟସରେ ଦିଲ୍ଲୀଠାରେ ଦେହାନ୍ତ ହୋଇଛି । ଆସନ୍ତା ୨୨ ତାରିଖ ସଂଧ୍ୟା ୫ଟାରେ…
ତାଜା ଖବର ରାଜନୀତି ରାଜ୍ୟ ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ March 18, 2025 Papirani ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ପୁରୀ ସ୍ବର୍ଗଦ୍ବାରରେ ହେଲା ଶେଷକୃତ୍ୟ। ବଡପୁଅ ସୌମେନ୍ଦ୍ର ପିତାଙ୍କୁ ମୁଖାଗ୍ନି ଦେଇଥିଲେ। ତେବେ ଶେଷକୃତ୍ୟ ପୂର୍ବରୁ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କୁ ଗାର୍ଡ ଅଫ୍ ଅନର ଦିଆ ଯାଇଥିଲା।…
ତାଜା ଖବର ଦେଶ ରାଜନୀତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି March 17, 2025 Papirani କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନୂଆ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚି…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ March 17, 2025 Papirani ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ March 17, 2025 Papirani ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯…
ତାଜା ଖବର ରାଜନୀତି ରାଜ୍ୟ ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ March 17, 2025 Papirani କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ । ୮୩ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସ ଭବନରେ ତାଙ୍କର ଦେହାନ୍ତ ହୋଇଛି। ସେ…