ତାଜା ଖବର ରାଜ୍ୟ Bay of Bengal Deep Depression: ସୃଷ୍ଟି ହେଲା ଗଭୀର ଅବପାତ July 27, 2026 Papirani ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା । ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ । ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ…