ତାଜା ଖବର ଦେଶ ଯୁଦ୍ଧ ସ୍ଥିତିକୁ ନେଇ ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ବୈଠକ May 9, 2025 Papirani ସୁରକ୍ଷାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବଡ଼ ବୈଠକ । ଭାରତ ଦ୍ୱାରା ଆତଙ୍କବାଦୀଙ୍କ ବିରୁଦ୍ଧରେ କରାଯାଇଥିବା କାର୍ଯ୍ୟାନୁଷ୍ଠାନ ପରେ ପାକିସ୍ତାନ ବିଚଳିତ ହୋଇପଡ଼ିଛି। ଏହି କାରଣରୁ ପାକିସ୍ତାନ କ୍ରମାଗତ ଭାବେ ଡ୍ରୋନ୍ ଏବଂ ମିସାଇଲ୍ ସାହାଯ୍ୟରେ ଭାରତ ଉପରେ…