Tag: delhi hospital fire

ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୭ ଶିଶୁ

ନୂଆଦିଲ୍ଲୀ : ବିଳମ୍ବିତ ରାତିରେ ଦିଲ୍ଲୀର ବିବେକ ବିହାର ଅଞ୍ଚଳରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୭ଜଣ ନବଜାତ ଶିଶୁ ଆଖି ବୁଜିଛନ୍ତି। ଏଥିସହିତ ୫ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ,…