Tag: Delhi Red Fort Blast

Delhi Red Fort Blast: ଦିଲ୍ଲୀ ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଭାବରେ ଗ୍ରହଣ କଲେ ସରକାର

କେନ୍ଦ୍ର କ୍ୟାବିନେଟ୍ ନଭେମ୍ବର ୧୦ ରେ ନୂଆଦିଲ୍ଲୀର ଲାଲକିଲ୍ଲା ନିକଟରେ ଘଟିଥିବା କାର ବିସ୍ଫୋରଣକୁ ଆତଙ୍କବାଦୀ ଆକ୍ରମଣ ଘୋଷଣା କରିବା ପାଇଁ ଏକ ପ୍ରସ୍ତାବକୁ ଅନୁମୋଦନ କରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ ଦିଲ୍ଲୀ…