Tag: Delhi

Delhi Air Pollution: ଦିଲ୍ଲୀ ବାୟୁ ‘ବିପଦପୂର୍ଣ୍ଣ’; NCR ଅଞ୍ଚଳର ବିଭିନ୍ନ ସ୍ଥାନରେ AQI ୫୦୦ ପାର୍

ବିପଦପୂର୍ଣ୍ଣ’ ବର୍ଗରେ ଦିଲ୍ଲୀରେ ବାୟୁ ଗୁଣବତ୍ତା ସୂଚକାଙ୍କ । ଦୀପାବଳି ରାତିରୁ ବଢ଼ିବାରେ ଲାଗିଛି ବାୟୁ ପ୍ରଦୂଷଣ । ଧୂଆଁର ଚାଦର ଦିଲ୍ଲୀକୁ ଘୋଡ଼ାଇ ଦେଇଛି, ଯାହାଫଳରେ ଲୋକଙ୍କ ପାଇଁ ନିଶ୍ୱାସ ନେବା କଷ୍ଟକର ହୋଇପଡିଛି। ଦିଲ୍ଲୀ-NCR ଅଞ୍ଚଳର ବିଭିନ୍ନ ସ୍ଥାନରେ…

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ

ଦିଲ୍ଲୀରେ ପ୍ରତାପ ଷଡ଼ଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ । ଏହି ବୈଠକରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବି ଉପସ୍ଥିତ ରହିଛନ୍ତି । ଏହା ସହ ବୈଠକରେ ବିଜେପି…

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁଣି ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାଲି ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ । ସେଠାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି ମୁଖ୍ୟମନ୍ତ୍ରୀ । କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ…

୪ଦିନିଆ ଦିଲ୍ଲୀ ଗସ୍ତରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଦିଲ୍ଲୀ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୪ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି ନବୀନ । ସୁସ୍ଥ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଯାଉଛନ୍ତି ନବୀନ ପଟ୍ଟନାୟକ। ସେଠାରେ ଉପରାଷ୍ଟ୍ରପତି…

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ପୁଣି ଦିଲ୍ଲୀ ଗଲେ ମନମୋହନ । ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନକ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ। ପୁଣି ଆଜି ଦିଲ୍ଲୀ ଯିବାକୁ ନେଇ ବଢ଼ିଲା ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ…

ଦିଲ୍ଲୀରେ ବନ୍ୟା ପରିସ୍ଥିତି; ସଚିବାଳୟକୁ ଛୁଇଁଲା ଯମୁନା ଜଳ

ଦିଲ୍ଲୀରେ ଯମୁନା ନଦୀର ଜଳସ୍ତର ନିରନ୍ତର ବୃଦ୍ଧି ପାଉଛି। କ୍ରମାଗତ ବର୍ଷା ଏବଂ ଉପରମୁଣ୍ଡରୁ ଅତ୍ୟଧିକ ଜଳ ପ୍ରବାହ ଯୋଗୁଁ ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଦିନକୁ ଦିନ ଯମୁନା ନଦୀ ଫୁଲିବା ଯୋଗୁଁ…

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହା ସହ ସେଠାରେ ଅନ୍ୟ କିଛି କାର୍ଯ୍ୟକ୍ରମ…

ଦିଲ୍ଲୀ ଗସ୍ତରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଦିଲ୍ଲୀ ଗସ୍ତରେ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ମନମୋହନଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ତଥାପି ଏହି ଗସ୍ତ ଅବସରରେ ରାଜ୍ୟ ବିଜେପି ସଭାପତି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଭେଟିପାରନ୍ତି ।ଉପରାଷ୍ଟ୍ରପତି…

ଓଡ଼ିଶା ଭାଜପା ଦିଲ୍ଲୀରେ, କିଛି ବଡ଼ ହେବାକୁ ଯାଉଛି କି ?

ଓଡ଼ିଶା ଭାଜପା ଏବେ ଦିଲ୍ଲୀରେ। ଦିଲ୍ଲୀ ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ, ଅଛନ୍ତି ରାଜ୍ୟ ସଭାପତି ମନମୋହ‌ନ ସାମଲ । ତାଙ୍କ ସହ ଦିଲ୍ଲୀରେ ଏବେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ରବି ନାୟକ, ମୁକେଶ ମହାଲିଙ୍ଗ ପ୍ରମୁଖ…

‘କର୍ତ୍ତବ୍ୟ ଭବନ’ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଦିଲ୍ଲୀ କର୍ତ୍ତବ୍ୟ ପଥରେ ‘କର୍ତ୍ତବ୍ୟ ଭବନ’ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ନୂଆ ପାୱାର ସେଣ୍ଟର ‘କର୍ତ୍ତବ୍ୟ ଭବନ’ । ପ୍ରାୟ ୧.୫ ଲକ୍ଷ ବର୍ଗ ମିଟର ଅଞ୍ଚଳରେ ନିର୍ମିତ କର୍ତ୍ତବ୍ୟ ଭବନ କମନ୍‌ ସେଣ୍ଟ୍ରାଲ ସେକ୍ରେଟାରିଏଟ୍‌ ଭାବେ…