Tag: Deputy CM

Malkangiri Violence: ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ରିପୋର୍ଟ

ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦିଆଗଲା ରିପୋର୍ଟ । ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ…

୧୪ ମାସରେ ବିଦ୍ୟୁତ ଆଘାତରେ ଯାଇଛି ୧୧୦ ଜଣଙ୍କ ଜୀବନ: କେଭି ସିଂଦେଓ

୧୪ ମାସରେ ବିଦ୍ୟୁତ ଆଘାତରେ ୧୧୦ ଜଣଙ୍କ ଜୀବନ ଯାଇଛି । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ । ଆଜି ବିଧାନସଭା ଗୃହରେ ନୀଳମାଧବ ହିକକା ପଚାରିଥିବା ପ୍ରଶ୍ନ ବିଦ୍ୟୁତ୍ ସଂସ୍ପର୍ଶରେ ବିଗତ ୧୦ ବର୍ଷ…

ଓଡ଼ିଶାରେ ଧିମେଇ ଯାଇଛି ପିଏମ୍‌ ସୂର୍ଯ୍ୟ ଘର ଯୋଜନା; ସଚେତନ ପାଇଁ ବଣ୍ଟାଯିବ ଲିଫଲେଟ୍ ଓ ପାମ୍ପଲେଟ୍: ଉପମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଧିମେଇ ଯାଇଛି ପିଏମ୍‌ ସୂର୍ଯ୍ୟ ଘର ଯୋଜନା । ଏହି ଯୋଜନାର ଅଗ୍ରଗତି ନେଇ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ କଡ଼ା ନିର୍ଦ୍ଦେଶନାମା । ୩ ଲକ୍ଷ ଟାର୍ଗେଟ୍‌ ଦିଆଯାଇଥିବା ବେଳେ ପୂରଣ ହୋଇଛି ମାତ୍ର ୨୦…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ପ୍ରକ୍ରିୟା

ଆସନ୍ତା ୧୫ ଦିନ ଭିତରେ ସରିବ ‘ସୁଭଦ୍ରା’ ରିଜେକ୍ସନ ଯାଞ୍ଚ ପ୍ରକ୍ରିୟା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଅଧିକ ରିଜେକ୍ସନ ସ୍ଥାନକୁ ଗୁରୁତ୍ବ ଦିଆଯାଉଛି । ମାଲକାନଗିରି, ଗଜପତି, କୋରାପୁଟରେ ଅଧିକ ରିଜେକ୍ସନ…

ଗନ୍ଧମାର୍ଦ୍ଦନରେ ଖଣି ଉତ୍ତୋଳନ ପାଇଁ ଆଦାନୀକୁ ଅନୁମତି ଦେବେନି ରାଜ୍ୟ ସରକାର : ଉପମୁଖ୍ୟମନ୍ତ୍ରୀ

ଆଜି ବିଧାନସଭାରେ ଆଦାନୀ ଜମି କିଣିବା ପ୍ରସଙ୍ଗ ଉଠାଇଥିଲା ବିଜେଡି । ଗନ୍ଧମାର୍ଦ୍ଦନରେ ବକ୍ସାଇଟ ଭରପୁର ରହିଛି । ସରକାର ଆଦାନୀକୁ ଅନୁମତି ଦେଇଛନ୍ତି କି ପ୍ରଶ୍ନ କରିଛନ୍ତି ପ୍ରସନ୍ନ । ଆଗକୁ ଗନ୍ଧମାର୍ଦନରୁ ବକ୍ସାଇଟ ଖନନ ପାଇଁ କୌଣସି କମ୍ପାନୀକୁ…

ବାରହା ମାରିବାକୁ ଇଲେକ୍ଟ୍ରି କରେଣ୍ଟ ବ୍ୟବହାର କରୁଥିଲେ ସାବଧାନ ; ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

ଆଜି ଶୀତ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ କାର୍ଯ୍ୟ ସ୍ୱାଭାବିକ ରହିଛି । ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଇଲେକ୍ଟ୍ରି କରେଣ୍ଟ ପାଇଁ ହାତୀଙ୍କ ମୃତ୍ୟୁ ହେଉଥିବାରୁ ବଡ ପଦକ୍ଷେପ ନେଇଛନ୍ତି । ସେ ଚେତାବନୀ ଦେଇ…

ସୁଭଦ୍ରା ଯୋଜନାରେ ବାଦ୍ ପଡ଼ିଥିବା ମହିଳାଙ୍କୁ କାଲି ମିଳିବ ଟଙ୍କା

ଆସନ୍ତାକାଲି ସୁଭଦ୍ରା ଯୋଜନାରେ ସାମିଲ ହେବେ ବାଦ ପଡ଼ିଥିବା ଆବେଦନକାରୀ । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ । ଏଥର ପ୍ରାୟ ୨୦ ଲକ୍ଷ ମହିଳା ପାଇବେ ଟଙ୍କା । ବାଦ୍ ପଡ଼ିଥିବା ୨୨ପ୍ରତିଶତ…

ଲୋକସେବା ଭବନରେ ମହିଳାଙ୍କ ପାଇଁ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଲୋକସେବା ଭାବନର ମହିଳା କର୍ମଚାରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ମହିଳା କର୍ମଚାରୀଙ୍କ ସୁବିଧା ନିମନ୍ତେ ଆଜି ଲୋକସେବା ଭବନରେ ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍ ଓ ସାନିଟାରୀ ନାପକିନ୍ ଡିସପୋଜେବଲ ମେସିନ୍ ସ୍ଥାପନକୁ ଉଦଘାଟନ କଲେ…

ବରିଷ୍ଠ ବିଜେପି ନେତା ସମୀର ଦେ ଅସୁସ୍ଥ; ମେଡ଼ିକାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ ଏବଂ ଉପ ମୁଖ୍ୟମନ୍ତ୍ରୀ

ମେଡ଼ିକାଲରେ ଚିକିତ୍ସାଧୀନ ଥିବା ବିଜେପି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ । ଶୁକ୍ରବାର କଟକ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…