Tag: Deva Snana Purnima

Snana Jatra 2026: ସ୍ନାନଯାତ୍ରା ପାଇଁ ପୁରୀରେ ବ୍ୟାପକ ସୁରକ୍ଷା ଓ ଟ୍ରାଫିକ ବ୍ୟବସ୍ଥା

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ସହରରେ କଡ଼ା ସୁରକ୍ଷା ଓ ଟ୍ରାଫିକ କଟକଣା ଲାଗୁ କରାଯାଇଛି । ପ୍ରେସ୍‌ମିଟ୍‌ରେ ପୁରୀ ଏସ୍‌ପି ପ୍ରତୀକ ସିଂ ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଛନ୍ତି । ସ୍ନାନଯାତ୍ରା ସମୟରେ…