Tag: Devlopment tourism

Odisha Tourism Development: ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ କେନ୍ଦ୍ର ସରକାର ଏକାଧିକ ଯୋଜନାରେ ସହାୟତା ରାଶି ଯୋଗାଇ ଦେଇଛନ୍ତି । ୨୦୧୪-୧୫ରୁ ବର୍ତ୍ତମାନ ସୁଦ୍ଧା କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଏଥିପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ଯୋଗାଇ ଦିଆଯାଇଛି । କେନ୍ଦ୍ର ପର୍ଯ୍ୟଟନ…