Tag: DGP Vinaytosh Mishra

DGP Review Meeting on Law and Order: ଆଇନଶୃଙ୍ଖଳା ଓ ଅପରାଧ ନିୟନ୍ତ୍ରଣ ନେଇ ଡିଜିପି ବିନୟତୋଷ ମିଶ୍ରଙ୍କ ସମୀକ୍ଷା ବୈଠକ

ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସୁଦୃଢ଼ କରିବା ଏବଂ ଅପରାଧ ନିୟନ୍ତ୍ରଣକୁ ଅଧିକ କଡ଼ାକଡ଼ି କରିବା ପାଇଁ ପୋଲିସ ମୁଖ୍ୟାଳୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ସମୀକ୍ଷା…