ରାଜ୍ୟ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମା ସସ୍ପେଣ୍ଡ୍ June 10, 2025 Nirvay କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି । ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି । ଜଣେ କ୍ରସର ମାଲିକଙ୍କ ଠାରୁ ୧୦…