ତାଜା ଖବର ରାଜନୀତି ରାଜ୍ୟ Dharmasala Block Chairperson: ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ November 20, 2025 Papirani ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ନିର୍ଦ୍ଧାରିତ ସମୟରେ ଆଉ କେହି ପ୍ରାର୍ଥୀପତ୍ର ଦାଖଲ ନକରିବାରୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ଫଳରେ ଏହି ଆସନ ବିଜେପି ହାତକୁ ଯାଇଛି । ସୁଚିସ୍ମିତା ଦାସ ହେଉଛନ୍ତି…