Tag: Dharmendra Discharged

Dharmendra Discharged: ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର; ଘରେ ହେବ ଚିକିତ୍ସା

ମୁମ୍ବାଇର ବ୍ରିଚ କ୍ୟାଣ୍ଡେଲ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କୁ ଆଜି ସକାଳ ୭:୩୦ ରେ ଡିସଚାର୍ଜ କରାଯାଇଛି । ପରିବାର ତାଙ୍କୁ ଘରୋଇ ଚିକିତ୍ସା ଦେବାକୁ ନିଷ୍ପତ୍ତି ନେଇଥିବାରୁ ତାଙ୍କୁ ଘରେ ଚିକିତ୍ସା କରାଯିବ ବୋଲି ବ୍ରିଚ୍…