Tag: Dharmendra pradhan

ଅପରେସନ ସିନ୍ଦୂରରେ ଓଡ଼ିଶା ଡ୍ରୋନ୍ ର ସଫଳତା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଲେ

ଅପରେସନ ସିନ୍ଦୂରରେ ବ୍ୟବହାର ହୋଇଥିଲା ଓଡ଼ିଶା ନିର୍ମିତ ଡ୍ରୋନ । ସମ୍ପୂର୍ଣ୍ଣ ସ୍ଵଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ଡ୍ରୋନ ଅପରେସନ ସିନ୍ଦୂରରେ ଭ୍ୟାଲିରେ ଥିବା ଯବାନମାନଙ୍କୁ ବହୁ ମାତ୍ରାରେ ସାହାଯ୍ୟ କରିଥିଲା । ଓଡିଶା ମାଟିରେ ପ୍ରସ୍ତୁତ ଡ୍ରୋନ ଅପରେସନ…

ଅପରେସନ ସିନ୍ଦୂରର ସଫଳତା; ୩ ସେନାକୁ ଶୁଭେଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ପହଲଗାମ ଆକ୍ରମଣ ପରେ ଭାରତ ଦ୍ୱାରା କରାଯାଇଥିବା ଅପରେସନ ସିନ୍ଦୂରର ସଫଳତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଶଂସା । ୩ ସେନାକୁ ପ୍ରଶଂସା କଲେ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି ଅପରେସନ ସିନ୍ଦୂର ମାଧ୍ୟମରେ ପାକିସ୍ତାନକୁ ଉଚିତ ଜବାବ ଦିଆଯାଇଛି। ଉଗ୍ରବାଦୀଙ୍କୁ…

ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱରରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ସ୍ୱର୍ଗତଃ ଡା.ଦେବେନ୍ଦ୍ର ପ୍ରଧାନଙ୍କ ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି, ବିହାର ରାଜ୍ୟପାଳ…

ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଗଜେନ୍ଦ୍ର ସିଂହଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଚିଠି । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ…

ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍‌ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…

ଆସନ୍ତା ଏପ୍ରିଲରୁ ରାଜ୍ୟରେ ଲାଗୁହେବ ଏନ୍‌ଇପି

ରାଜ୍ୟରେ ଲାଗୁ ହେବ ନୂଆ ଶିକ୍ଷା ନୀତି ( ନ୍ୟାସ୍‌ନାଲ ଏଗୁକେସନ ପଲିସି ବା ଏନ୍‌ଇପି ) । ଆଜିଠୁ ଆରମ୍ଭ ହୋଇଛି ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସାଲେପୁର ବିଜେପି ଦୁଇଫାଳ

ଓଡିଶା ବିଜେପିର ରାଜ୍ୟ ବିଜେପି ମଧ୍ୟ୍ୟରେ ଗୋଷ୍ଠୀ କନ୍ଦଳର ଛିଟା ନିର୍ବାଚନ ମଣ୍ଡଳୀ ମାନଙ୍କୁ ବ୍ୟାପିବାରେ ଲାଗିଲାଣି। ଆଜି ଟାଙ୍ଗୀ ସାଲେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ସ୍ଥିତ dreams ବିଶ୍ୱବିଦ୍ୟାଳୟର ପ୍ରଥମ ସମବର୍ତନ ଉତ୍ସବରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଆଉ ୨ଦିନ ବଢିଲା ପ୍ରବାସୀ ଭାରତୀୟ ଦିବସ; ଷ୍ଟଲ ବୁଲିପାରିବେ ସାଧାରଣ ଜନତା

୨ ଦିନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମ । ଏବେ ପ୍ରବାସୀ ଭାରତୀୟ ସମ୍ମିଳନୀ ଷ୍ଟଲ ବୁଲିପାରିବେ ସାଧାରଣ ଜନତା। ୮ ତାରିଖରୁ ଜନତା ମୈଦାନରେ ଆରମ୍ଭ ହୋଇଥିବା ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ପ୍ରଦର୍ଶନୀ ଏବେ ସାଧାରଣ ଲୋକଙ୍କ ପାଇଁ ଖୋଲା…

‘ଦି ସାଗା ଅଫ୍ କୁଦୋପାଲି: ଦ ଅନସଙ୍ଗ୍ ଷ୍ଟୋରି ଅଫ୍ ୧୮୫୭’

ରବିବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରୟାସ ଫଳରେ ଏନବିଟି ପକ୍ଷରୁ ଦି ସାଗା ଅଫ୍ କୁଦୋପାଲି : ଦି ଅନ୍ ସଙ୍ଗ ଷ୍ଠୋରୀ ଅଫ୍ ୧୮୫୭ ପୁସ୍ତକ କୁ ଉନ୍ମୋଚନ କରାଯାଇଛି। ସମ୍ବଲପୁର ଜିଲ୍ଲା ପ୍ରେକ୍ଷାଳୟ ତପସ୍ୱିନୀ ଠାରେ ଅନୁଷ୍ଠିତ ଏକ…

ବିଜେପି ମିଛ କହି କ୍ଷମତାକୁ ଆସିଥିବା ନବୀନଙ୍କ ମନ୍ତବ୍ୟ; କାଉଣ୍ଟର କଲେ ଧର୍ମେନ୍ଦ୍ର

ବିଜେପି ମିଛ କହି କ୍ଷମତାକୁ ଆସିଥିବା ନବୀନଙ୍କ ମନ୍ତବ୍ୟକୁ ନେଇ ଆଜି ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଗଂଜାମ ଜିଲ୍ଲା ଭଞ୍ଜନଗରସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ଡିହପଢାଳର ୩୫ତମ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ…