Tag: Dharmendra pradhan

ରେଭେନ୍ସା ନାଁ ବଦଳିବା ଦରକାର: ଧର୍ମେନ୍ଦ୍ର ପ୍ରଧାନ

ସ୍ବାୟତ୍ତ ଶାସନ ଦିବସ ପାଳନ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନର ଆବଶ୍ୟକତା ରହିଛି ବୋଲି କହିଛନ୍ତି । ସେ ଆଉ ମଧ୍ୟ କହିଛନ୍ତି ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କଣ…

ଓଡିଶାରେ PM-USHA କାର୍ଯ୍ୟକ୍ରମ ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଆଜି ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ କରିବା ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ…

ଓଡ଼ିଶାରେ ଲାଗୁ ହେଲା ପିଏମ୍-ଉଷା ଯୋଜନା

ରାଜ୍ୟରେ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ (ପିଏମ୍‌- ଉଷା)କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। କୃଷି ଭବନରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ପିଏମ- ଉଷା’ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏକ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି।…

ଓଡ଼ିଶାର ନାରୀଶକ୍ତିଙ୍କ ହାତମୁଠା ଅଧିକ ମଜଭୁତ ହେବ: ଧର୍ମେନ୍ଦ୍ର ପ୍ରଧାନ

ରାଜ୍ୟରେ ସୁଭଦ୍ରା ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଥିବାବେଳେ ଗତକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏନେଇ ଏସ୍‌ଓପି ଜାରି କରିଛନ୍ତି। ରାଜ୍ୟରେ ବହୁତ୍ ଜଲ୍ଦୀ ଲାଗୁ ହେବାକୁଥିବା ସୁଭଦ୍ରା ଯୋଜନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ସୋସିଆଲ ମିଡ଼ିଆରେ ଟ୍ବିଟ୍ କରି ଲେଖିଛନ୍ତି…

ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ; ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଚାଳିତ ବର୍ଷ ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ ।ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଦିଆଯାଇଥିବା ସୂଚନା । ତ୍ରୁଟିପୂର୍ଣ୍ଣ…

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଚିଠି ପ୍ରସଙ୍ଗ; ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ: ବିଜେଡି

ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ପ୍ରସଙ୍ଗରେ ପ୍ରତିକ୍ରିୟା ହେଇଛନ୍ତି ବିଜେଡିର ମୁଖପାତ୍ର ଚିନ୍ମୟ ସାହୁ। ସେ କହିଛନ୍ତି ପୂର୍ବରୁ ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ପାଇଁ ନିଆଯାଇଥିଲା ପଦକ୍ଷେପ ନିଆଯାଇଥିଲା ।୨୦୨୦ରେ ବଳିଷ୍ଠ…

ନିଟ୍ ମାମଲାରେ ସୁପ୍ରିମକୋର୍ଟଙ୍କ ଶୁଣାଣି ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ମନ୍ତବ୍ୟ

ଆଜି ନିଟ୍ ପୁନଃ ପରୀକ୍ଷା ନେଇ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ । ନିଟ୍ ପୁନଃ-ପରୀକ୍ଷା ପାଇଁ ଦିଆଯାଇଥିବା ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ଅନ୍ୟପକ୍ଷରେ ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ସହିତ ପେପର ଲିକକୁ ରୋକିବା ପାଇଁ…

ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ଚିଠି । ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ରତ୍ନଭଣ୍ଡାର ଖୋଲିବା ପରେ ଟ୍ୱିଟ କରି ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ରାଜ୍ୟ ସରକାର ପାଳନ କଲେ ବୋଲି କହିଛନ୍ତି। ଅଳଙ୍କାରର ସଠିକ୍ ସୂଚନା ପାଇବା ନେଇ ଲୋକଙ୍କ ଦାବି ଥିଲା। ରତ୍ନଭଣ୍ଡାର ଖୋଲିଥିବାରୁ ଧନ୍ୟବାଦ। ଏଥିପାଇଁ…

NTA ପରୀକ୍ଷାରେ ସ୍ୱଚ୍ଛତା ପାଇଁ କମିଟି ଗଠନ

ନିଟ୍‌, ୟୁଜି, ୟୁଜିସି ଏବଂ ନେଟ୍‌ ବିବାଦ ମଧ୍ୟରେ NTA ପରୀକ୍ଷାରେ ସ୍ୱଚ୍ଛତା ଆଣିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏକ ଉଚ୍ଚସ୍ତରୀୟ କମିଟି ଘୋଷଣା କରାଯାଇଛି । ପରୀକ୍ଷା ପ୍ରକ୍ରିୟାର ଯାନ୍ତ୍ରକ କୌଶଳର ଉନ୍ନତି, ଡାଟା ସୁରକ୍ଷା, ସ୍ବଚ୍ଛ,…