Tag: Dharmendra pradhan

ଓଡ଼ିଆ ଅସ୍ମିତା କଥା କହି ଭୋଟ ମାଗିଲେ ଧର୍ମେନ୍ଦ୍ର ପ୍ରଧାନ

ଆଠମଲ୍ଲିକ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘ପରିବର୍ତ୍ତନ ସମାବେଶ’ରେ ଯୋଗଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।ଓଡ଼ିଆ ଅସ୍ମିତା, ଓଡ଼ିଆ ଭାଷା ଏବେ ସଂକଟରେ ଅଛି ବୋଲି କହିଲେ ପ୍ରଧାନ । ସେ କହିଛନ୍ତି ଯେ ଆମେ ସମସ୍ତେ ଯୋଡି ଫୁଲରେ ଭୋଟ ଦେଇ ଓଡ଼ିଆ…

DMF ପାଣ୍ଠିର ସଠିକ ବିନିଯୋଗ ହେଉନି: ଧର୍ମେନ୍ଦ୍ର ପ୍ରଧାନ

ପୁଣି ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ। ଲହୁଣୀପଡ଼ା ବ୍ଲକର ରାସ୍ତାକାମ ନେଇ କ୍ଷୋଭ ପ୍ରକାଶ କଲେ ସେ। DMF ପାଣ୍ଠିର ସଠିକ ବିନିଯୋଗ ହେଉନଥିବା ଅଭିଯୋଗ କରିଛନ୍ତି।ଜନଜାତି ଅଞ୍ଚଳରେ ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନର ବିକାଶ ପାଇଁ ମୋଦୀ ସରକାର ଜିଲ୍ଲା ଖଣିଜ ପାଣ୍ଠି…

ସମଲେଶ୍ଵରୀ ମନ୍ଦିର ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଲୋକସଭା ଆସନରୁ ବିଜେପିରୁ ପ୍ରାର୍ଥୀ ହେବା ପରେ ଭଗବାନଙ୍କ ଶରଣରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଥମେ ପ୍ରଭୁ ଜଗନ୍ନାଥ, ପରେ ଲିଙ୍ଗରାଜ, ଏହା ପରେ ମା’ ହିଙ୍ଗୁଳା ଓ ଏବେ ମା’ ସମଲେଶ୍ବରୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି…

ସମ୍ବଲପୁର ଜିଲ୍ଲା ଅଞ୍ଚଳରେ ଡାଇରିଆ ସଂକ୍ରମଣ ଆକ୍ରାନ୍ତଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର ଜିଲ୍ଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଡାଇରିଆ ସଂକ୍ରମଣ ଦ୍ୱାରା ଆକ୍ରାନ୍ତ ହୋଇ ଭିମସାର, ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଥିବା ଲୋକମାନଙ୍କୁ ଭେଟିବା ସହ ଡାକ୍ତରଙ୍କୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରିବୁଝିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମସ୍ତ ଆକ୍ରାନ୍ତଙ୍କ…

ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଲିଙ୍ଗରାଜ ଓ ମା’ ହିଙ୍ଗୁଳାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: – ସମ୍ବଲପୁରରୁ ବିଜେପିର ଲୋକସଭା ପ୍ରାର୍ଥୀ ହେବା ପାଇଁ ମନୋନୀତ ହେବା ପରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର ଦୋଳ ପୂର୍ଣ୍ଣିମାରେ ବଡି ଭୋରରୁ ଶ୍ରୀମନ୍ଦିରକୁ ଯାଇ ପ୍ରଥମେ ମହାପ୍ରଭୁ…

ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେଲେ ଧର୍ମେନ୍ଦ୍ର ଓ ସମ୍ବିତ

ପ୍ରାର୍ଥୀ ଘୋଷଣା ପରେ ଆଜି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ସକାଳ ଧର୍ମପତ୍ନୀ ମୁର୍ଦଳା ଠାକୁରଙ୍କ ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ଶ୍ରୀମନ୍ଦିର ଆସି ପୁରୀ ସାଂସଦ ପ୍ରାର୍ଥୀ…

ଭାଜପାର ପ୍ରଥମ ୧୦୦ ଆସନ ତାଲିକାରେ ଓଡ଼ିଶାରୁ ପୁରୀ ଓ ସମ୍ବଲପୁର

ନିର୍ଭୟ ମିଡିଆ : ଭୁବନେଶ୍ୱର, ଖୁବଶୀଘ୍ର ୧୦୦ଟି ଲୋକସଭା ଆସନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି । ଏହି ସପ୍ତାହରେ ହୁଏତ ଏହି ସୂଚୀ ଜାରିହେବ । ଏହାକୁ କୁହାଯାଉଛି ‘ନିଶ୍ଚିତ ଆସନ’…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦୀ; IIMର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ…

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାକୁ ଓ ମାହାଲ ମାଣ୍ଡାକୁ ନେଇକି କିଛି ଏମିତି କହିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣର ଶିକ୍ଷକ ନିଯୁକ୍ତି ପରୀକ୍ଷାର ଜଣେ ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡକୁ ନେଇ ଏବେ ଅନେକ ଚର୍ଚ୍ଚା ହେଉଛି। କାରଣ ଏହି ପରୀକ୍ଷାରେ ଭାଗ ନେଇଥିବା ଉକ୍ତ ପରୀକ୍ଷାର୍ଥୀଙ୍କର ନାମ ହେଉଛି “ମାହାଲ ମାଣ୍ଡା”। ଏହା…

ଖାଦ୍ୟ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ପଢନ୍ତୁ ପୁରା ଖବର

ଭୁବନେଶ୍ୱର: କେନ୍ଦ୍ର ଖାଦ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଶାରୁ ଅଧିକ ୧୦ ଲକ୍ଷ ଟନ ଉଷୁନା ଚାଉଳ ନେବାକୁ ଅନୁରୋଧ କଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନା ଅନୁଯାୟୀ,FCIକୁ ନିର୍ଦ୍ଦେଶ ଦେବାକୁ ପୀୟୂଷ ଗୋୟଲଙ୍କୁ ଅନୁରୋଧ କରିଛନ୍ତି…