Tag: Dharmendra pradhan

ନବୀନ ପଟ୍ଟନାୟକଙ୍କୁ ସିଧା ଟାର୍ଗେଟ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତୀବ୍ର ସମାଲୋଚନା କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ କାର୍ଯ୍ୟକ୍ରମରେ ସାମିଲ ହୋଇ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି ଧର୍ମେନ୍ଦ୍ର।…

ସମ୍ବଲପୁର ଲୋକ ସଭା ଆସନରେ ଧର୍ମେନ୍ଦ୍ର ବନାମ ବବି ଲଢ଼େଇ

ସମ୍ବଲପୁର: ଆଗାମୀ ନିର୍ବାଚନ ପାଇଁ ରାଜନୈତିକ ଦଳ ଗୁଡିକ ନିଜର ସାଙ୍ଗଠନିକ ଦକ୍ଷତାକୁ ଆହୁରୀ ବୃଦ୍ଧି କରିବାରେ ଜୋରସୋରରେ ଲାଗି ପଡ଼ିଛନ୍ତି। ଏହି କ୍ରମରେ ପଶ୍ଚିମ ଓଡ଼ିଶାର ପ୍ରମୁଖ ରାଜନୈତିକ ପେଣ୍ଠସ୍ଥଳି ସମ୍ବଲପୁର ଠାରେ ବବି ଦାସ ବନାମ ଧର୍ମେନ୍ଦ୍ର ପ୍ରଧାନ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ବାମରା ବ୍ଲକ ମହୁଲପାଲିରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ସେଠାରେ ଯୋଗଦାନ ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି,”ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ୟାରେଣ୍ଟିରେ…

ସ୍ୱଦେଶ ଦର୍ଶନ ଯୋଜନାରେ ସାମିଲ ହେଲା ଦେବ୍ରୀଗଡ଼ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମଭୂମି ଖିଣ୍ଡା

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବରଗଡ଼ ଜିଲ୍ଲାରେ ଅବସ୍ଥିତ ଦେବ୍ରୀଗଡ଼ ଅଭୟାରଣ୍ୟ ସମେତ ଦେଶର ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ସମ୍ବଲପୁର ଜିଲ୍ଲା ଖିଣ୍ଡା ଗ୍ରାମାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ…