Tag: Dharmendra pradhan

ଧର୍ମେନ୍ଦ୍ର ପ୍ରଧାନଙ୍କ ଲୋକପ୍ରିୟତା ଦେଖି ଡରିଲାଣି ବିଜେଡି!

ନିର୍ବାଚନ ହାରିବା ଭୟରେ ବିଜେଡି ପ୍ରତ୍ୟେକ ଦିନ ମିଛ ପ୍ରଚାର କରିବାରେ ଲାଗିଛି । ମିଥ୍ୟା ପ୍ରଚାରର ସାହାରା ନେଉଥିବା ବିଜେଡି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ପ୍ରଶ୍ନ ଉଠାଉଛି । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଜ୍ୟର ବିଭିନ୍ନ ସମ୍ବେଦନଶୀଳ ଘଟଣା…

ବିଜେପିର ପ୍ରଶ୍ନରେ ଘାଇଲା ବିଜେଡି

ବିଜେଡିକୁ ବିଜେପିର ପଞ୍ଚମୁଖୀ ଆକ୍ରମଣ। ବିଜେପି ପକ୍ଷରୁ ଭୁବନେଶ୍ବରର ଏକ ହୋଟେଲରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ସାଂସଦ ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ମନମୋହନ ସାମଲ ଏକା ସଙ୍ଗେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୁମ୍ଭୀର କାନ୍ଦଣାର ଜ୍ୱଳନ୍ତ ଉଦାହରଣ: ଧର୍ମେନ୍ଦ୍ର

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରେସମିଟ । ପ୍ରେସମିଟ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି ରତ୍ନଭଣ୍ଡାର ଭଳି ଓଡ଼ିଶାର ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ ଓ ଭାବନାର ପ୍ରଶ୍ନକୁ ମୋଦି ଉପସ୍ଥାପିତ କରିଛନ୍ତି । ବିଜେପି ସବୁବେଳେ ରତ୍ନଭଣ୍ଡାର ପ୍ରସଙ୍ଗରେ ଉଠାଇ ଆସିଛି ।…

ବିଜେଡି ସରକାର ନ ଆସିଲେ ମୁଁ ସନ୍ନ୍ୟାସ ନେବି: ପାଣ୍ଡିଆନ

ବ୍ରଜରାଜନଗରରେ ଭିକେ ପାଣ୍ଡିଆନ ଆଜି ପ୍ରଚାର ମାଧ୍ୟମରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ୍ । ସେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କହିଛନ୍ତି, ସମ୍ବଲପୁରରେ ଜଣେ…

୨ ଲକ୍ଷ ଚାକିରି କଥା କହି ପ୍ରହସନ କରୁଛି ବିଜେଡି, ୨୪ ବର୍ଷ ହେଲା କରୁଥିଲେ କ’ଣ : ଧର୍ମେନ୍ଦ୍ର ପ୍ରଧାନ

ଆଜି ସମ୍ବଲପୁର ଜିଲ୍ଲା ହୀରାକୁଦରେ ଅଖିମୁଠି ଅନୁକୁଳ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର

ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନବୀନ ସରକାରଙ୍କ ଉପରେ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି କହିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନେତୃତ୍ବ ନେବାକୁ ମୁଖ୍ୟମନ୍ତ୍ରୀ…

IFS ବିନୟ ପ୍ରଧାନଙ୍କୁ ବିଜେଡିର ଟାର୍ଗେଟ

IFS ବିନୟ ପ୍ରଧାନ ଆଚରଣ ବିଧି ଉଲଙ୍ଘନ କରିଥିବା ନେଇ ପୁଣି ଅଭିଯୋଗ କରିଛି ବିଜେଡି। ୨୦୨୪ ନିର୍ବାଚନରେ IFSଙ୍କ ସମ୍ପୃକ୍ତି ନିର୍ବାଚନ ପ୍ରଭାବିତ କରୁଥିବା ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ନ୍ୟୁୟର୍କରେ କନସୁଲେଟ୍…

ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ଏହି ସମୟରେ ତାଙ୍କ ସହ ଦଳୀୟ ବିଧାୟକ ପ୍ରାର୍ଥୀ ଏବଂ ଦଳର କିଛି ବରିଷ୍ଠ ନେତାଙ୍କ ଉପସ୍ଥିତି ଥିଲେ । ହଜାର ହଜାର ସମର୍ଥକଙ୍କ ସହ ସେ ଉପ…

ବିଜେପିରେ ମିଶିଲେ ଦୁଲାଲ ପ୍ରଧାନ ଓ ରାସେଶ୍ଵରୀ ପାଣିଗ୍ରାହୀଙ୍କ ହଜାର ହଜାର ସମର୍ଥକ

ସମ୍ବଲପୁରରେ ଶକ୍ତି ଗୋଟାଉଛି ବିଜେପି । କଂଗ୍ରେସ ଛାଡ଼ିବା ପରେ ଗତକାଲି ପଦ୍ମ ଧରିଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି…

ଆଜି ସମ୍ବଲପୁରରୁ ନାମାଙ୍କନ ଭରିବେ ଧର୍ମେନ୍ଦ୍ର

ଆଜି ସମ୍ୱଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେ ପ୍ରଥମେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ଦର୍ଶନ ସହ ପୂଜାର୍ଚ୍ଚନା କରି ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଜିଲ୍ଲାପାଳଙ୍କ…