ତାଜା ଖବର ରାଜ୍ୟ Elephant Death Case in Dhenkanal Farmhouse: ହାତୀକୁ ଫାର୍ମ ହାଉସରେ ପୋତିବା ଘଟଣା; ୩ ଗିରଫ ସହିତ ହିନ୍ଦୋଳ ଫରେଷ୍ଟର ନିଲମ୍ବିତ June 2, 2026 Papirani ହିନ୍ଦୋଳରେ ହାତୀକୁ ଫାର୍ମ ହାଉସରେ ପୋତିବା ଘଟଣାରେ ହିନ୍ଦୋଳ ଫରେଷ୍ଟର ଦୀପ୍ତିରଞ୍ଜନ ଆଚାର୍ଯ୍ୟଙ୍କୁ ନିଲମ୍ବିତ କରିଛି ବିଭାଗ। ସେହିଭଳି ହିନ୍ଦୋଳ ରେଞ୍ଜର ତ୍ରିଲୋଚନ ଦେହୁରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ଅନୁଗୁଳ ଆରସିସିଏଫ। ସେହିପରି ଏହି ଘଟଣାରେ ୩ ଜଣ…
ରାଜ୍ୟ Brutal Attack on RTI Activist in Dhenkanal Exposes Law and Order May 14, 2026 Nirvay A shocking incident in Odisha’s Dhenkanal district has once again highlighted the growing dangers faced by RTI activists and whistleblowers in India. RTI activist and social worker Priyabrata Gadnayak was…
ରାଜ୍ୟ Joranda Magha Mela Begins: ଆଜିଠୁ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା January 31, 2026 Nirvay ଆଜିଠୁ ଆରମ୍ଭ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା । ଢେଙ୍କାନାଳର ଯୋରନ୍ଦା ମହିମାଗାଦିରେ ଏହି ମେଳା ଆୟୋଜନ ହେଉଛି । ମହିମା ଧର୍ମର ଉତ୍ପତ୍ତି ସ୍ଥଳ ହେଉଛି ଯୋରନ୍ଦା ମହିମାଗାଦି । ଚଳିତବର୍ଷ ମାଘମେଳା ୧୫୩ ବର୍ଷରେ ପହଞ୍ଚିଛି । ମହିମା ସାଧୁମାନେ…
ତାଜା ଖବର ରାଜ୍ୟ Illegal Mine Blast: ଢେଙ୍କାନାଳରେ ୨୬ଟି ବେଆଇନ ପଥର ଖଣି ସିଲ୍ କଲା ପ୍ରଶାସନ January 5, 2026 Nirvay ଢେଙ୍କାନାଳ ମୋଟଙ୍ଗା ଥାନା ବଦାଳୁ ଗାଁ ଗୋପାଳପୁର କଳା ମୁଗୁନି ପଥର ଖାଦାନରେ ବଡ଼ ଧରଣର ବିସ୍ଫୋରଣ ପରେ ଆକ୍ସନ ମୋଡରେ ଜିଲ୍ଲା ପ୍ରଶାସନ । ଜିଲ୍ଳାର ବିଭିନ୍ନ ସ୍ଥାନରେ ବଡ ଧରଣର ଚଢ଼ାଉ ପରେ ୧୫ଟି କ୍ରସର ଓ ୨୬ଟି…
ତାଜା ଖବର ରାଜନୀତି ରାଜ୍ୟ BJD Press Meet on Dhenkanal Mine Incident: ସରକାରୀ ଛତ୍ରଛାୟାରେ ହେଉଛି ଖଣି ଲୁଟ: ବିଜେଡି January 5, 2026 Papirani ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଢେଙ୍କାନାଳରେ ଖଣି ବିସ୍ଫୋରଣ ଘଟଣାକୁ ନେଇ ସରକାରଙ୍କୁ ଟାର୍ଗେଟ କଲା ବିଜେଡି । ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଛନ୍ତି ଢେଙ୍କାନାଳ ଜିଲ୍ଲାର…
ରାଜ୍ୟ Stone Quarry Blast In Dhenkanal: ଢେଙ୍କାନାଳ ଖଣି ବିସ୍ଫୋରଣରେ ୫ ମୃତ January 3, 2026 Nirvay ଓଡ଼ିଶାର ଢେଙ୍କାନାଳ ଜିଲ୍ଲାରେ ଏକ ରୋଡ଼ ମେଟାଲ ମାଇନ୍ସରେ ବିସ୍ଫୋରଣ ଘଟି ପାଞ୍ଚ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୋଟଙ୍ଗା ଥାନା ସୀମା ଅନ୍ତର୍ଗତ ନିମିଧିଆରେ ଏକ ବେଆଇନ ରୋଡ଼ ମେଟାଲ ଖଣିରେ ଏହି ଘଟଣା ଘଟିଛି । ପ୍ରାଥମିକ…
ରାଜ୍ୟ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରଥମ ଥର ରାଜ୍ୟ ସରକାରଙ୍କ ତରଫରୁ ଆର୍ଥିକ ସହାୟତା September 24, 2025 Nirvay ଚଳିତ ବର୍ଷ ପ୍ରଥମ ଥର ପାଇଁ ଢ଼େଙ୍କାନାଳ ଗଜଲକ୍ଷ୍ମୀ ପୂଜା ନିମନ୍ତେ ମେଢ଼କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଢ଼େଙ୍କାନାଳ ଜିଲ୍ଲାର ମୋଟ୍ ୩୮ଟି ମେଢ଼କୁ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,…
ତାଜା ଖବର ରାଜ୍ୟ ପୁଣି ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ August 12, 2025 Papirani ପୁଣି ଜଣେ ମହିଳା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଅଭିଯୋଗ ଏବେ ସମ୍ନାକୁ ଆସିଛି। ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁରୁଣା ଥାନା ସମ୍ମୁଖ ଅଞ୍ଚଳରେ ଆତ୍ମାହୁତି ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଦେହରେ ନିଆଁ ଲଗାଇଥିବା…
ତାଜା ଖବର ରାଜ୍ୟ ଶିକ୍ଷୟିତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଧାରଣାରେ ଛାତ୍ରଛାତ୍ରୀ August 8, 2025 Papirani ଛାତ୍ରଛାତ୍ରୀଙ୍କୁ ଶିକ୍ଷୟିତ୍ରୀଙ୍କ ଦୁର୍ବ୍ୟବହାର ଅଭିଯୋଗ । ଢେଙ୍କାନାଳ ସଦର ବ୍ଲକ୍ ଭାନିରାମ ଆଦର୍ଶ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ପ୍ରମିଳା ବେହେରାଙ୍କୁ ନେଇ ଛାତ୍ରଛାତ୍ରୀଙ୍କ ଅଭିଯୋଗ । ଛାତ୍ରଛାତ୍ରୀଙ୍କୁ ସଂସ୍କୃତ ଶିକ୍ଷୟିତ୍ରୀ ଗାଳିଗୁଲଜ ସହ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ଏବେ ସମ୍ନାକୁ ଆସୁଛି ।…
ତାଜା ଖବର ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ୨୫ ଲକ୍ଷ ଟଙ୍କା ଠକିବା ମାମଲା: ଅଭିଯୁକ୍ତ ଗିରଫ July 29, 2025 Papirani ଜମି କିଣାକୁ ନେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ଠକିଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି । ୨୫ ଲକ୍ଷ ଟଙ୍କାର ଜମି ଠକେଇ ମାମଲାରେ ମୁଖ୍ୟ ଅଭିଯୁକ୍ତ ନିରଞ୍ଜନ ସେନାପତି ଧରାପଡ଼ିଥିବା ନେଇ ସୂଚନା ଦେଇଛନ୍ତି…