Tag: Dhiman Chakma

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧୀମାନ ଚକମା

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା । ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି ଧୀମାନ୍ ଚକ୍‌ମା। ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ…

ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମା ସସ୍‌ପେଣ୍ଡ୍‌

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି । ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି । ଜଣେ କ୍ରସର ମାଲିକଙ୍କ ଠାରୁ ୧୦…

ଡିପ୍ରେସନ ଯୋଗୁଁ ସ୍ବତନ୍ତ୍ର ମେଡିକାଲ ସେଲ୍‌କୁ ଗଲେ ଗିରଫ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକମା

ଜଣେ କ୍ରସର୍ ମାଲିକଙ୍କଠାରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ଅଧିକାରୀ ତଥା କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ୍ ଚକମା ଡିପ୍ରେସନ ଯୋଗୁଁ ସ୍ବତନ୍ତ୍ର ମେଡିକାଲ ସେଲ୍‌ରେ ଅଛନ୍ତି । ଡାକ୍ତରୀ ପରୀକ୍ଷା ପରେ ଧୀମାନ ସୁସ୍ଥ ଥିବା ଜଣାପଡିଛି।…

ଭିଜିଲାନ୍ସ ଜାଲରେ ଧର୍ମଗଡ଼ ଉପଜିଲ୍ଲାପାଳ

ଭିଜିଲାନ୍ସ ଜାଲରେ ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ । କଳାହାଣ୍ଡି ଜିଲ୍ଲାର ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଓଡିଶା ଭିଜିଲାନ୍ସ ଧରିଥିବା ସୂଚନା ମିଳିଛି । ଏହା ପରେ,…