Tag: Diarrhea

ରାଜ୍ୟରେ ଡାଇରିଆ ନେଇ ସବୁ ଜିଲ୍ଲାକୁ ଜାରି ହେଲା ଆଲର୍ଟ

ରାଜ୍ୟରେ ଝାଡ଼ାବାନ୍ତି ଡ଼ର । ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ । ଏନେଇ ମୁଖ୍ୟ ଶାସନ ସଚିବଙ୍କ ବୈଠକ ପରେ ସ୍ୱାସ୍ଥ୍ୟ ସଚିବ ଅଶ୍ୱଥୀ ଏସଙ୍କ ସୂଚନା । ସେ କହିଛନ୍ତି ୫ ଜିଲା ନୁହେଁ ସବୁ ଜିଲ୍ଲା ଆଲର୍ଟ…

ବ୍ୟାସନଗରରେ ଫାଷ୍ଟଫୁଡ୍‌ ବନ୍ଦ

ମାଡୁଛି ହଇଜା । ଏହାକୁ ଦୃଷ୍ଟିରେ ରଖି ଯାଜପୁର ବ୍ୟାସନଗର ଅଞ୍ଚଳରେ ଫାଷ୍ଟଫୁଡ୍‌ ବନ୍ଦ । ଚାଟ୍, ଗୁପ୍‌ଚୁପ୍‌, ଜଳଖିଆ ଦୋକାନ ବନ୍ଦ ରଖିବାକୁ ନିର୍ଦ୍ଦେଶ । ହୋଟେଲ୍‌ଗୁଡ଼ିକୁ ସ୍ବଚ୍ଛତା ରଖିବାକୁ ପ୍ରଶାସନର ନିର୍ଦ୍ଦେଶ ଜାରି କରାଯାଇଛି । ଏହି ନିଷ୍ପତ୍ତି…

ଏସସିବିରେ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ

ଯାଜପୁରରେ କାୟା ମେଲାଉଛି ଝାଡାବାନ୍ତି । ଏହାରି ମଧ୍ୟରେ କଟକ ଏସସିବିରେ ଆଉ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ମୃତ୍ୟୁ ସ୍ପଷ୍ଟ କରିଛନ୍ତି ହସ୍ପିଟାଲ୍‌ କର୍ତ୍ତୃପକ୍ଷ । ମୃତକ ଜଣଙ୍କ ଯାଜପୁର ସୁକିନ୍ଦା ଅଞ୍ଚଳର ସୂଚନା ।…

ଯାଜପୁର ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ

ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଦିନକୁ ଦିନ ବ୍ୟାପିଛି ଡାଇରିଆ। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି । ଚାଟ୍, ଗୁପ୍‌ଚୁପ୍‌, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ବନ୍ଦ…

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାରେ ଘାରିଲାଣି ଝାଡ଼ାବାନ୍ତି ଡର; ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ

ଯାଜପୁର ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ଝାଡାବାନ୍ତି ବ୍ଯାପି ଥିବାର ଖବର ଆସିବା ମାତ୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ତଥା ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା…

ଝାଡ଼ାବାନ୍ତିରେ ୨୫ ଆକ୍ରାନ୍ତ

ଭଂଜନଗର ଲଗୁଣ୍ଠା ବ୍ଲକ ଅନ୍ତର୍ଗତ ଟିକରପଡ଼ା ଗାଁରେ ଝାଡ଼ାବାନ୍ତି ଆତଙ୍କ ଦେଖାଦେଇଛି। ଝାଡ଼ାବାନ୍ତି ବ୍ୟାପୁଥିବାବେଳେ ଗାଁରେ ୨୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ସପ୍ତାହକରେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଚିକିତ୍ସାଧୀନ ଅଛନ୍ତି। ଦୂଷିତ ପାଣି ଯୋଗୁଁ ଝାଡ଼ାବାନ୍ତି ବ୍ୟାପୁଥିବା…