ତାଜା ଖବର ରାଜ୍ୟ Srimandir Darshan Suspended for 3 Hours: ଦିବା ପହୁଡ଼ ନୀତି ପାଇଁ ଆଜି ଶ୍ରୀମନ୍ଦିରରେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ November 2, 2026 Nirvay ଶ୍ରୀମନ୍ଦିରରେ ଆଜି ୩ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ । ଦିବା ପହୁଡ଼ ନୀତି ପାଇଁ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ । ମହାକାର୍ତ୍ତିକ ମାସରେ ଶ୍ରୀମନ୍ଦିରକୁ ଭକ୍ତଙ୍କ…