ତାଜା ଖବର ରାଜନୀତି ରାଜ୍ୟ ସରକାରଙ୍କ ସ୍କାନରରେ ରାଜ୍ୟର ୯୧ ବିଡିଓ August 27, 2024 Papi Jena ବିଭିନ୍ନ ଅଭିଯୋଗ ଆଧାରରେ ରାଜ୍ୟର ମୋଟ ୯୧ ବିଡିଓଙ୍କ ବିରୋଧରେ ରାଜ୍ୟସରକାର ନେଇପାରନ୍ତି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ବିଧାନସଭାରେ ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନ ରାଜ୍ୟର କେଉଁ କେଉଁ ବ୍ଲକ ଉନ୍ନୟନ ଅଧିକାରୀଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ବିଚାରାଧିନ ଅଛି,…