Tag: Dilip Kumar Nayak

BJD Suspends Dillip Kumar Nayak: ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହେଲେ ଦିଲ୍ଲୀପ କୁମାର ନାୟକ

ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଦିଲ୍ଲୀପ କୁମାର ନାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି । ଜାଲିଆତିପୂର୍ଣ୍ଣ କାର୍ଯ୍ୟକଳାପ ଏବଂ ଦଳବିରୋଧୀ କାର୍ଯ୍ୟରେ ସମ୍ପୃକ୍ତି ଅଭିଯୋଗରେ ଦଳ ପକ୍ଷରୁ ତାଙ୍କ ବିରୋଧରେ ଏହି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଦିଲ୍ଲୀପ କୁମାର…