Tag: Dillip Ray

ଓଡ଼ିଶା ରାଜନୀତିରେ ଦିଲ୍ଲୀପ ରାୟଙ୍କ ଭୂମିକା

ବିଜୁ ବାବୁଙ୍କ ସମୟରୁ ଦିଲ୍ଲୀପ ରାୟ ସକ୍ରିୟ ରାଜନୀତିର ମୁଖ୍ୟ ପୁରୋଧା ରହିଆସିଛନ୍ତି। ଏପରିକି ତାଙ୍କୁ ବିଜୁ ବାବୁଙ୍କ ମାନସ ସନ୍ତାନ ମଧ୍ୟ କୁହାଯାଏ। ଶ୍ରୀ ନବୀନ ପଟ୍ଟନାୟକ ତାଙ୍କର ଜନ୍ମିତ ପୁତ୍ର ଥିଲେ ମଧ୍ୟ ଶେଷ ସମୟରେ ବିଜୁ ବାବୁ…

ବିଶାଳ ଶୋଭାଯାତ୍ରାରେ ପ୍ରାର୍ଥୀପତ୍ର ଦାଖଲ କଲେ ଦିଲ୍ଲୀପ ରାୟ

ରାଉରକେଲା: ହଜାର ହଜାର ଶୁଭେଛୁ ଓ ସମର୍ଥକଙ୍କ ଗହଣରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ବିଜେପିର ରାଉରକେଲା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ରାଉରକେଲାରୁ ଦିଲ୍ଲୀପ ୧୯୮୫ ଓ ୧୯୯୦ ମସିହାରେ ବିଧାୟକ ରୂପେ ନିର୍ବାଚିତ…

ଦିଲୀପଙ୍କୁ ରାଉରକେଲାରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ନିର୍ବାଚନ ଲଢ଼ିବା ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ଅନୁମତି ପରେ ବୁଧବାର ରାଉରକେଲାରେ ପହଞ୍ଚିଥିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଧାୟକ ଦିଲୀପ ରାୟ । ତାଙ୍କୁ ସମର୍ଥକମାନେ ଉଚ୍ଛ୍ୱସିତ ଓ ଅଭୂତପୂର୍ବ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଏହା ଦେଖି ସେ ଅତ୍ୟନ୍ତ…

ରାଉରକେଲାରୁ ବିଜେପି ପ୍ରାର୍ଥୀ ହୋଇପାରନ୍ତି ଦିଲ୍ଲୀପ ରାୟ

ଭୁ‌ବନେଶ୍ବର: ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ସାଧାରଣ ନିର୍ବାଚନରେ ରାଉରକେଲା ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ହେଇପାରନ୍ତି। ଦଳୀୟ ଘୋଷଣା ପୂର୍ବରୁ ନିର୍ବାଚନ ପ୍ରଚାର ବେଳେ ସାଂସଦ ଜୁଏଲ ଓରାମ ଏନେଇ ଇସାରା ଦେଇଛନ୍ତି। ସେ କହିଛନ୍ତି,…

ନିର୍ବାଚନ ଲଢ଼ିବେ ବରିଷ୍ଠ ନେତା ଦିଲ୍ଲୀପ ରାୟ

ଭୁବନେଶ୍ୱର: ନିର୍ବାଚନ ଲଢ଼ିବେ ବରିଷ୍ଠ ନେତାଦିଲ୍ଲୀପ ରାୟ। କୋଇଲା ଦୁର୍ନୀତି ମାମଲାରେ ଦୋଷୀ ସାବସ୍ତ୍ୟ ପୂର୍ବତନ କେନ୍ଦ୍ର କୋଇଲା ମନ୍ତ୍ରୀ ଦିଲ୍ଲୀପ ରାୟ ଚଳିତ ନିବାର୍ଚନ ଲଢ଼ିବେ । କୋର୍ଟର ରହିତାଦେଶ ପରେ ଦିଲ୍ଲୀପଙ୍କୁ ମିଳିଲା ଆଶ୍ଵସ୍ତି । ୧୯୯୯ ମସିହାରେ…