Tag: #dipali das

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟିକା ଦୀପାଳି ଦାସ

ଗତକାଲି ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନକୁ ନେଇ ପିଟିସନ ଦାଖଲ କଲେ ପୂର୍ବତନ ବିଧାୟିକା ଦୀପାଳି ଦାସ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…

ଝାରସୁଗୁଡ଼ାରେ ବିଜେପିର ବଡ଼ ବିଜୟ, ହାରିଲେ ଦୀପାଳି ଦାସ

ଚଳିତବର୍ଷ ନିର୍ବାଚରେ ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ ହୋଇଛି । ଝାରସୁଗୁଡ଼ା ଏବଂ ବ୍ରଜରାଜନଗରର ବିଜେପି ବିଧାନସଭା ପ୍ରାର୍ଥୀ ଯଥାକ୍ରମେ ଟଙ୍କଧର ତ୍ରିପାଠୀ ଓ ସୁରେଶ ପୂଜାରୀ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ହରେଇଛି ଭାଜପା ପ୍ରାର୍ଥୀ ଟଙ୍କଧର…

ବିଶାଳ ଦାସଙ୍କୁ ଆୟକର ବିଭାଗର ପଚରାଉଚରା

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କୁ ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ତାଙ୍କୁ ପଚରାଉଚରା କରାଯାଇଥିବା ସୂଚନା ମିଳିଛି।ତେବେ କେଉଁ ଅଭିଯୋଗରେ ପଚରାଉଚରା ହୋଇଛି…

ନାମାଙ୍କନ ପତ୍ର ଦାଖଲ କଲେ ଦିପାଳୀ ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦିପାଳୀ ଦାସ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ ଶୋଭାଯାତ୍ରାରେ ସେ ଝାରସୁଗୁଡ଼ା ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି…