ତାଜା ଖବର ରାଜ୍ୟ Ganjam Fully Prepared For Disaster Response: ଗଞ୍ଜାମ ଜିଲ୍ଲାରେ ବିପର୍ଯ୍ୟୟ ମୁକାବିଲା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ; ଏଯାଏଁ ୧.୫୧ ଲକ୍ଷରୁ ଅଧିକ ଲୋକ ସ୍ଥାନାନ୍ତରିତ November 2, 2026 Papirani ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାଠାରୁ ଆରମ୍ଭ କରି ସମସ୍ତ ମୌଳିକ ସୁବିଧା ଯାଏଁ ପ୍ରଶାସନ ପୂର୍ଣ୍ଣ ପ୍ରସ୍ତୁତ…