ତାଜା ଖବର ରାଜ୍ୟ ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ September 12, 2025 Papirani ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ । ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଚିତ୍ତରଞ୍ଜନ ରାଉତ । ଶ୍ରମ କାର୍ଡ କରାଇଦେବା ପାଇଁ ନୟାଗଡ଼ ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ…