ରାଜ୍ୟ ଡିଏମ୍ଏଫ୍ ଦୁର୍ନୀତିର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ January 7, 2025 Papi Jena ମୋହନ ସରକାର ବିଜୁ ଜନତା ଦଳ ସରକାରର କେଳେଙ୍କାରୀର ତଦନ୍ତ ପାଇଁ ଆଗ୍ରହୀ ନଥିବା ସ୍ପଷ୍ଟ ହୋଇଯାଇସାରିଛି । ମନ୍ତ୍ରୀମାନେ ଦୁର୍ନୀତି କଥା କହୁଛନ୍ତି । କିନ୍ତୁ ଦୁର୍ନୀତିଖୋରଙ୍କୁ ସମସ୍ତଙ୍କ ସାମ୍ନାକୁ ଆଣିବା ପାଇଁ ସାମାନ୍ୟତମ ପ୍ରୟାସ ବି କରୁନାହାନ୍ତି ।…