Tag: DMF funds

DMF Fund: ରାଜ୍ୟରେ DMF ପାଣ୍ଠି ବଣ୍ଟନ ପାଇଁ ନୂଆ ନୀତି

ରାଜ୍ୟରେ ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠି ବଣ୍ଟନ ପାଇଁ ନୂଆ ନୀତି। ଖଣି ପ୍ରଭାବିତ ଜିଲ୍ଲାଗୁଡ଼ିକ ମଧ୍ୟରେ DMF ପାଣ୍ଠି ବଣ୍ଟନ ପାଇଁ ନୂଆ ନୀତି ଜାରି ହୋଇଛି। ଏନେଇ ଯୋଜନା ଓ ସଂଯୋଜନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି…