Tag: Doctor

Security Officers Will be Appointed in Medical Colleges: ଡାକ୍ତରଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହେବେ ସିକ୍ୟୁରିଟି ଅଫିସର୍‌

ଡାକ୍ତରଙ୍କ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଡାକ୍ତରୀ ବୃତ୍ତିଗତଙ୍କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ରାଜ୍ୟ ସରକାର ସମସ୍ତ ମେଡିକାଲ୍ ପ୍ରତିଷ୍ଠାନଗୁଡ଼ିକରେ ସୁରକ୍ଷା ବୃଦ୍ଧି କରିବା ପାଇଁ ନୂତନ ପଦକ୍ଷେପ…

Doctor Vacancy: ଓଡ଼ିଶାରେ ଅଭାବ ଡାକ୍ତର; ଖାଲିପଡ଼ିଛି ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ

ଓଡ଼ିଶାରେ ଡାକ୍ତର ଅଭାବ। ୬୦ ପ୍ରତିଶତ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି ପଡିଥିବା ନେଇ ଆଜି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଆଜି ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଅଣତାରକା ପ୍ରଶ୍ନ କେଉଁ ଜିଲାରେ କେତେ…

ବଳଙ୍ଗା ପୀଡ଼ିତା ମାମଲା: କେଉଁ ଡାକ୍ତରଙ୍କୁ ଦେଖାଉଥିଲେ ଝିଅକୁ ?

ବଳଙ୍ଗା ପୀଡ଼ିତା ମାମଲାରେ ଦି’ଟା କଥା ଆଦୌ ହଜମ ହଉନି । ପୀଡ଼ିତାଙ୍କ ବାପା ଓ ବୋଉ ଦି’ ପ୍ରକାର କଥା କେମିତି କହିଲେ ? ନିଆଁ ଲାଗିବା ଦିନ ପୀଡ଼ିତାଙ୍କ ବୋଉ ଅପହରଣ କଥା କହିଥିଲେ । କହିଥିଲେ କି…

ଡାକ୍ତରଙ୍କ ନାଁରେ ଷ୍ଟାଫ ନର୍ସଙ୍କ ନିର୍ଯାତନା ଅଭିଯୋଗ

ରାଜ୍ୟରେ ବଢ଼ିବାରେ ଲାଗିଛି ନାରୀ ନିର୍ଯାତନା । କିଛି ଦିନ ହେବ ନାରୀ ନିର୍ଯାତନା ମାମଲା ସାମ୍ନାକୁ ଆସୁଥିବା ବେଳେ ଆଜି ଡାକ୍ତରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ଷ୍ଟାଫ ନର୍ସ । ରାଜଧାନୀର ଏକ ଘରୋଇ ମେଡିକାଲ୍‌ କଲେଜର ପ୍ରଫେସରଙ୍କ…

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ହେଲଥ ଅଫିସର ତଥା ତାଳଚେର ସବ-ଡିଭିଜନ ହସ୍ପିଟାଲର ମେଡ଼ିକାଲର ଡାକ୍ତର ନିଶିଥ ନିଶାନ୍ତ ମାଲୁଙ୍କୁ ମିଳିଲା ଜେଲ୍‌ ଦଣ୍ଡା ।…

MKCG ରେ ଡାକ୍ତରୀ ଛାତ୍ରଙ୍କୁ ମାଡ଼ ଘଟଣା: ୪ ଡାକ୍ତର ବହିଷ୍କୃତ

ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ପିଜି ଛାତ୍ରଙ୍କୁ ହଷ୍ଟେଲରେ ଆକ୍ରମଣ ଘଟଣାରେ ନିଆଗଲା କଡ଼ା କାର୍ଯ୍ୟାନୁଷ୍ଠାନ । ଏଥିରେ ସମ୍ପୃକ୍ତ ଥିବା ୪ ଜଣ ଡାକ୍ତରଙ୍କୁ ବହିଷ୍କୃତ କରାଯାଇଛି। ଚୁକ୍ତିଭିତ୍ତିକ ସହକାରୀ ପ୍ରଫେସର ଓ ୩ ସିନିୟର୍ ରେସିଡେଣ୍ଟ…

ରାଜ୍ୟରେ ଅଭାବ ଅଛନ୍ତି ଡାକ୍ତର ଓ ନର୍ସ ଷ୍ଟାଫ୍‌

ରାଜ୍ୟରେ ଅଭାବ ଡାକ୍ତର, ନର୍ସ, ପାରା ମେଡିକାଲ୍‌ ଷ୍ଟାଫ୍‌ । ତେଣୁ ରାଜ୍ୟରେ ସ୍ବାସ୍ଥ୍ୟ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥା ହୋଇପଡିଛି। ରାଜ୍ୟର ଦୁର୍ବଳ ସ୍ବାସ୍ଥ୍ୟ ଭିତ୍ତିଭୂମି ନେଇ ସିଏଜି ରିପୋର୍ଟରେ ଉଲ୍ଲେଖ ହୋଇଛି WHO ନିୟମ ଅନୁସାରେ ପ୍ରତି ହଜାରେ ଲୋକଙ୍କ…

ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ 

ଆଜି ବିଧାନସଭା ଗୃହରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଦୀର୍ଘଦିନ ଧରି ଛୁଟିରେ ଥିବା ଡାକ୍ତରଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ ନେବେ ସରକାର । ବିଭିନ୍ନ କ୍ୟାଡରର…

ଭିଜିଲାନ୍ସ ପଞ୍ଝାରେ ସରକାରୀ ଡାକ୍ତର ବାବୁ

ଭିଜିଲାନ୍ସ ଜାଲରେ କଳାହାଣ୍ଡି ମେଡିକାଲ କଲେଜର ସ୍ତ୍ରୀ ଓ ପ୍ରସୂତି ବିଭାଗର ସିନିୟର ଡାକ୍ତର ଅଶୋକ ଦାସ। ଜଣେ ଗର୍ଭବତୀ ମହିଳାଙ୍କଠାରୁ ଲାଞ୍ଚ ମାଗିବା ଡାକ୍ତର ବାବୁଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଲାଞ୍ଚ ନେଉଥିବା ସମୟରେ ଡାକ୍ତର ଅଶୋକ…

କୋଲକାତା ଲଜ୍ଜ୍ୟା: ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟି କାମକୁ ଫେରିବାକୁ ଅନୁରୋଧ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ 

କୋଲକାତାରେ ଆର୍‌ଜି କର ହସ୍ପିଟା‌ଲରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ବିରୋଧ କରି ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।ଡାକ୍ତରଙ୍କୁ ଭେଟିବା ସହ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅପିଲ୍ କରିଛନ୍ତି ମମତା। ମୁଖ୍ୟମନ୍ତ୍ରୀ ମମତା…