Tag: Doctors protest

Capital Hospital Doctor Attacked:କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଆକ୍ରମଣ ଘଟଣା; ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଡାକ୍ତରଙ୍କ ରୋଗୀ ସେବା

ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଡାକ୍ତରଙ୍କୁ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦକୁ ଓହ୍ଲାଇଛନ୍ତି ଡାକ୍ତର। ପ୍ରତିବାଦରେ କଳା ବ୍ୟାଜ ପିନ୍ଧି ଓପିଡିରେ ଡାକ୍ତରଙ୍କ ରୋଗୀ ସେବା ଆରମ୍ଭ କରିଛନ୍ତି । ଏହା ସହ ସରକାରୀ ଡାକ୍ତରଙ୍କୁ ସୁରକ୍ଷା ଦାବି କଲା ଜୁନିୟର ଡାକ୍ତର…