ତାଜା ଖବର ରାଜ୍ୟ Crowd Surge Near Dola Bedi At Puri: ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା March 3, 2026 Papirani ଆଜି ହେଉଛି ପବିତ୍ର ଦୋଳପୂର୍ଣ୍ଣିମା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଶ୍ରୀଦେବୀ ଓ ଭୂଦେବୀ ଦୋଳବେଦୀରେ ବୀଜେ କରିଛନ୍ତି । ଆଜି ଭଗବାନ ଭକ୍ତଙ୍କ ଗହଣରେ ହୋଲି ଖେଳିବେ । ଏଥିପାଇଁ ପ୍ରବଳ ଭକ୍ତଙ୍କ ଭିଡ଼…