ବିଶ୍ୱ ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ January 20, 2025 Nirvay ଆଜି ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ୍ । ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ଆମେରିକାର ଉପରାଷ୍ଟ୍ରପତି ଭାବେ ଜେଡି ଭେନ୍ସ ମଧ୍ୟ…
ତାଜା ଖବର ବିଶ୍ୱ ରାଜନୀତି ଡୋନାଲ୍ଡ ଟ୍ରମ୍ପଙ୍କ ଟିମ୍ରେ ହିନ୍ଦୁ ମହିଳା; ତୁଳସୀ ଗବାର୍ଡ ହେଲେ ଆମେରିକାର ନୂଆ ଗୁଇନ୍ଦା ମୁଖ୍ୟ November 14, 2024 Papirani ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଟିମ୍ ଘୋଷଣା କରୁଛନ୍ତି ଟ୍ରମ୍ପ । ପୂର୍ବତନ ସାଂସଦ ତୁଳସୀ ଗବାର୍ଡଙ୍କୁ ଦେଲେ ବଡ଼ ଦାୟିତ୍ବ । ଭାରତୀୟ-ଆମେରିକୀୟ ତୁଳସୀ ଗବାର୍ଡଙ୍କୁ ଆମେରିକାର ନୂଆ ଗୁଇନ୍ଦା ମୁଖ୍ୟ ଭାବେ ନିଯୁକ୍ତ କରିଛନ୍ତି ଟ୍ରମ୍ପ।…
ବିଶ୍ୱ ରାଜନୀତି ଏଲନ୍ ମସ୍କ,ବିବେକ ରାମାସ୍ୱାମୀ ହେବେ ସରକାରୀ ଦକ୍ଷତା ବିଭାଗ(DOGE) ର ମୁଖ୍ଯ: ଟ୍ରମ୍ପ୍ November 13, 2024 Nirvay ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଏଲନ ମସ୍କ ଏବଂ ବିବେକ ରାମାସ୍ୱାମୀ ସରକାରୀ ଦକ୍ଷତା ବିଭାଗ(DOGE) ର ନେତୃତ୍ୱ ନେବେ।ଟ୍ରମ୍ପ ରାମାସ୍ୱାମୀଙ୍କୁ ତାଙ୍କ ପ୍ରଶାସନରେ ଯୋଗଦେବା ପାଇଁ ପ୍ରଥମ ଭାରତୀୟ -ଆମେରିକୀୟ ଭାବରେ ନିଯୁକ୍ତ କରିଛନ୍ତି।ଟ୍ରମ୍ପ…
ଦେଶ ବିଶ୍ୱ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି November 6, 2024 Nirvay ବୁଧବାର ଦିନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ୪୭ତମ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି, ରିପବ୍ଲିକାନ୍ ପ୍ରାର୍ଥୀ ଟ୍ରମ୍ପ ୨୦୨୪ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ୬କୋଟିରୁ ଅଧିକ ଭୋଟ୍ ପାଇ ବିଜୟ ହାସଲ କରିଛନ୍ତି | ଏକ୍ସ ରେ ଏକ…
ତାଜା ଖବର ବିଶ୍ୱ ରାଜନୀତି ଆମେରିକା ନିର୍ବାଚନରେ ବାଜି ମାରିଲେ ଡୋନାଲ୍ଡ ଟ୍ରମ୍ପ; ହେବେ ୪୭ତମ ରାଷ୍ଟ୍ରପତି November 6, 2024 Papirani ଆମେରିକାର ୪୭ତମ ରାଷ୍ଟ୍ରପତି ଗାଦି ହାତେଇଲେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ। ଭାରତୀୟ ବଂଶୋଦ୍ଭବ ତଥା ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସଙ୍କୁ ହରେଇ ଆମେରିକା ନିର୍ବାଚନ ଜିତିଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୂଚନା ମୁତାବକ…
ତାଜା ଖବର ବିଶ୍ୱ ପୁଣି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ; ଧରାପଡିଲେ ଆକ୍ରମଣକାରୀ October 14, 2024 Papirani ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କୁ ପୁଣି ଥରେ ହତ୍ୟା ଉଦ୍ୟମ। ଟ୍ରମ୍ପଙ୍କ କାର୍ଲିଫଣ୍ଣିଆ ସ୍ଥିତ ରାଲିର କିଛି ଦୂରରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ପୁଲିସ । ଚଳିତ ବର୍ଷ ଆମେରିକାରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଥିବା…
ତାଜା ଖବର ବିଶ୍ୱ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ! September 16, 2024 Nirvay ପୁଣି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ ହୋଇଛି । ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍ର ଗୋଲ୍ଫ କ୍ଲବରେ ଗଲ୍ଫ ଖେଳୁଥିବା ବେଳେ ଟ୍ରମ୍ପଙ୍କୁ ଗୁଳିମାଡ଼ କରି ହତ୍ୟା ଉଦ୍ୟମ କରାଯାଇଥିଲା। ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି। ତେବେ ଏହି…
ବିଶ୍ୱ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ମୋଦିଙ୍କ ପ୍ରତିକ୍ରିୟା July 14, 2024 Nirvay ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରାଲିରେ ଗୁଳି ମାଡ଼ ହୋଇଛି। ପେନସିଲଭାନିଆରେ ଟ୍ରମ୍ପଙ୍କ ରାଲି ସମୟରେ ଗୁଳି ମାଡ଼ ହୋଇଛି। ଟ୍ରମ୍ପଙ୍କ କାନରେ ଗୁଳି ବାଜି ରକ୍ତସ୍ରାବ ହୋଇଥିବା ଭାଇରାଲ ହୋଇଥିବା ଦେଖିବାକୁ ମିଳୁଛି। ରାଲିରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ…