ତାଜା ଖବର ବିଶ୍ୱ ‘No Kings’ protests against Trump: ଟ୍ରମ୍ପଙ୍କ ବିରୋଧରେ ଆମେରିକାରେ ବଡ଼ ବିକ୍ଷୋଭ October 19, 2025 Papirani ଟ୍ରମ୍ପଙ୍କ ବିରୋଧରେ ଆମେରିକାରେ ବଡ଼ ବିକ୍ଷୋଭ । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ହଜାର ହଜାର ଲୋକ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଆମେରିକାର ସବୁ ରାଜ୍ୟରେ ଏପରି ରାଲି ଓ ଶୋଭାଯାତ୍ରା ହୋଇଛି । ସମଗ୍ର ଆମେରିକାର ୨ ହଜାର ୭୦୦ଟି ସ୍ଥାନରେ…
ତାଜା ଖବର ଦେଶ ବିଶ୍ୱ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ସାମ୍ନାରେ ମୋଦୀଙ୍କ ପ୍ରଶଂସା କଲେ ଟ୍ରମ୍ପ୍ October 14, 2025 Papirani ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୂରି ଭୂରି ପ୍ରଶଂସା କଲେ ରାଷ୍ଟ୍ରପତି ଟ୍ରମ୍ପ୍ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା…
ତାଜା ଖବର ବିଶ୍ୱ ଚୀନ ଉପରେ ଆମେରିକାର ୧୦୦% ଅତିରିକ୍ତ ଟାରିଫ ଘୋଷଣା October 11, 2025 Papirani ଚୀନ ଉପରେ ଆମେରିକାର ୧୦୦ ପ୍ରତିଶତ ଅତିରିକ୍ତ ଟାରିଫ ଘୋଷଣା । ନଭେମ୍ବର ୧ ତାରିଖରୁ ଲାଗୁ ହେବ ନୂଆ ଟାରିଫ । ଏ ନେଇ ସୋସିଆଲ ମିଡିଆ ପ୍ଲାର୍ଟଫର୍ମରେ ସୂଚନା ଦେଲେ ଟ୍ରମ୍ପ । ଜିନ୍ପିଙ୍ଗଙ୍କ ସହ କଥାବାର୍ତ୍ତା ବନ୍ଦ…
ଦେଶ ବିଶ୍ୱ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବେ କହିଲେ ଟ୍ରମ୍ପ; ଟ୍ରମ୍ପଙ୍କ ଭାବନାକୁ ସମ୍ମାନ ଜଣାଇଲେ ମୋଦି September 6, 2025 Nirvay ଭାରତ-ଆମେରିକା ସଂପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ ବୟାନ ଦେଇଛନ୍ତି । ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ଵତନ୍ତ୍ର କହିଛନ୍ତି ଟ୍ରମ୍ପ । ଟ୍ରମ୍ପ କହିଛନ୍ତି ଯେ ଭାରତ ରୁଷରୁ ବିପୁଳ ପରିମାଣରେ ତେଲ କିଣିବା…
ବିଶ୍ୱ ଟ୍ରମ୍ପ-ପୁଟିନ୍ଙ୍କ ମଧ୍ୟରେ ଯୁଦ୍ଧବିରତି ପାଇଁ ହୋଇପାରିଲା ନାହିଁ ସହମତି August 16, 2025 Nirvay ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଯୁଦ୍ଧବିରତି ଉପରେ ଆଲାସ୍କାରେ ଆଲୋଚନା କରିଛନ୍ତି । ପ୍ରାୟ ୩ ଘଣ୍ଟା ଧରି ଉଭୟ ନେତାଙ୍କ ମଧ୍ୟରେ ଏହି ଶୀର୍ଷ ବୈଠକ ଚାଲିଥିଲା । କଥାବାର୍ତ୍ତା ସକାରାତ୍ମକ…
ତାଜା ଖବର ଦେଶ ଟାରିଫ୍ ବିବାଦ ମଧ୍ୟରେ ମୋଦିଙ୍କ କଡ଼ା ବାର୍ତ୍ତା; ଚାଷୀଙ୍କ ସ୍ବାର୍ଥ ସହ କେବେ ସାଲିସ୍ କରାଯିବ ନାହିଁ August 7, 2025 Papirani ଟାରିଫ୍ ବିବାଦ ମଧ୍ୟରେ ପରୋକ୍ଷରେ ଟ୍ରମ୍ପ୍ଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା । ଦିଲ୍ଲୀରେ ସ୍ବାମୀନାଥନ ଶତାବ୍ଦୀ ସମାରୋହ ଉତ୍ସବରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ପ୍ରତି ଶୁଳ୍କ ଧମକର କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ…
ଦେଶ ବିଶ୍ୱ ଭାରତ ଉପରେ ଆଉ ୨୫% ଟାରିଫ ବୃଦ୍ଧି କଲା ଆମେରିକା August 6, 2025 Nirvay ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି । ପୂର୍ବରୁ ଆମେରିକା ଭାରତୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ ଟାରିଫ ଲାଗୁ କରିଥିବାବେଳେ ଆଜି ପୁଣି ୨୫% ଟାରିଫ୍ ଲଗାଇଛି ଆମେରିକା । ଏହାକୁ ମିଶାଇ…
ଦେଶ ବିଶ୍ୱ ଭାରତ ଉପରେ ପୁଣି ଟାରିଫ୍ ବଢ଼ାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଘୋଷଣା August 5, 2025 Nirvay ଭାରତ ଉପରେ ୨୫% ଟାରିଫ୍ ଲଗାଇବା ପରେ ଅତିରିକ୍ତ ଟାରିଫ ଲଗାଇପାରେ ଆମେରିକା । CNBC ସହିତ ସାକ୍ଷାତକାର ସମୟରେ ଟ୍ରମ୍ପ କହିଛନ୍ତି ଯେ ଭାରତ ଭଲ ବ୍ୟବସାୟିକ ପାର୍ଟନର ନୁହେଁ । ଏହା ସହିତ ସେ ଚେତାବନୀ ଦେଇଛନ୍ତି ଯେ…
ତାଜା ଖବର ଦେଶ ବିଶ୍ୱ ଭାରତ ସମେତ ସମସ୍ତ ଦେଶକୁ ମିଳିଲା ଆଶ୍ୱସ୍ତି; ସପ୍ତାହେ ପାଇଁ ସ୍ଥଗିତ ହେଲା ଟ୍ରମ୍ପଙ୍କ ଟାରିଫ୍ ପ୍ଲାନ୍ August 1, 2025 Papirani ୭ ଦିନ ପାଇଁ ଭାରତ ସମେତ ସମସ୍ତ ଦେଶକୁ ମିଳିଲା ଆଶ୍ୱସ୍ତି । ଆମେରିକାର ୨୫ ପ୍ରତିଶତ ଟାରିଫ୍ ପ୍ଲାନ୍ ଏକ ସପ୍ତାହ ପାଇଁ ଘୁଞ୍ଚିଲା । ଆଜି ଲାଗୁହେବାକୁ ଥିବା ଟାରିଫ୍ ପ୍ଲାନ୍ ଆସନ୍ତା ଅଗଷ୍ଟ ୭ ତାରିଖରୁ ଲାଗୁ…
ତାଜା ଖବର ଦେଶ ବିଶ୍ୱ ଆଜିଠାରୁ ଭାରତ ଉପରେ ଲାଗିବ ୨୫ ପ୍ରତିଶତ ଟାରିଫ୍ August 1, 2025 Papirani ଭାରତ ଉପରେ ଆମେରିକାର ଟାରିଫ ମାଡ଼। ଆଜିଠାରୁ ଆମେରିକା ଭାରତ ଉପରେ ଶୁଳ୍କ ଲାଗୁ କରିବ। ୨୫ ପ୍ରତିଶତ ଟାରିଫ୍ ସହ ଜରିମାନା ଆଦାୟ ହେବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଭାରତରୁ ଆମଦାନୀ ହେଉଥିବା…