ତାଜା ଖବର ରାଜ୍ୟ Panchayat Election 2027: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍ July 9, 2026 Papirani ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍ । ଏ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବ। VCରେ ସାମିଲ ହେବା ପାଇଁ…