Tag: Doppler Weather Radar

Odisha Gets New Doppler Radar in Sambalpur: ସମ୍ବଲପୁରରେ ଦେଶର ୫୧ତମ ଡପ୍‌ଲର ରାଡାର୍ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଆଜି ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁର ଏବଂ ସମଗ୍ର ପଶ୍ଚିମ…