ତାଜା ଖବର ରାଜ୍ୟ National Scientific Convention on Homoeopathy in BBSR: ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ: ହୋମିଓପାଥି ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ବିକାଶ ଉପରେ ଗୁରୁତ୍ୱ November 25, 2026 Papirani ଡକ୍ଟର ଅଭିନ୍ନ ଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଆୟୋଜିତ ଜାତୀୟ ବୈଜ୍ଞାନିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ହୋମିଓପାଥି ଚିକିତ୍ସା ପଦ୍ଧତିର ଗବେଷଣା, ଶିକ୍ଷା ଏବଂ ଜନସ୍ୱାସ୍ଥ୍ୟ କ୍ଷେତ୍ରରେ ଏହାର ଭୂମିକାକୁ ଅଧିକ ସୁଦୃଢ଼ କରିବା ଉପରେ ଗୁରୁତ୍ୱାରୋପ…