Tag: Dr. Ashok Mahaptra

Dr. Ashok Mahapatra Remains Critical: ଡାକ୍ତର ଅଶୋକ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ବିଶିଷ୍ଟ ସ୍ନାୟୁଶଲ୍ୟ ଚିକିତ୍ସକ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଛି । ସେ ଗତ ଅକ୍ଟୋବର ୨, ୨୦୨୬ରୁ ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ରେ ଚିକିତ୍ସାଧୀନ ଅଛନ୍ତି । ପ୍ରବଳ…